Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୋବାଇଲ ଲୁଟେରାଙ୍କୁ କାବୁ କଲା ପୋଲିସ, ୫୧ ମୋବାଇଲ୍‌ ଜବତ

by ସଞ୍ଜୟ ସ୍ୱାଇଁ
October 20, 2021
in Crime, State
ମୋବାଇଲ ଲୁଟେରାଙ୍କୁ କାବୁ କଲା ପୋଲିସ, ୫୧ ମୋବାଇଲ୍‌ ଜବତ
148
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମୋବାଇଲ ଲୁଟେରାଙ୍କୁ କାବୁ କଲା ପୋଲିସ । ଖଣ୍ଡଗିରି ଥାନା ଅଞ୍ଚଳରୁ ୩ଜଣ ମୋବାଇଲ୍‌ ଲୁଟେରାଙ୍କୁ ଗିରଫ କରିଛି କମିଶନରେଟ୍‌ ପୋଲିସ । ସେମାନଙ୍କ ନିକଟରୁ ୫୧ଟି ମୋବାଇଲ୍‌ ସହ ଗୋଟିଏ ବାଇକ୍‌ ଜବତ କରାଯାଇଛି । ଗିରଫ ଲୁଟେରାମାନେ ଭାଟପୁରର ସାଗର ପୁନ୍‌, ଆଇଗିଣିଆର ଦୀପ୍ତି ରଞ୍ଜନ ଓ ସୋମନାଥ ସାହୁ ବୋଲି ଜଣାପଡିଛି । ଖବର ଅନୁଯାୟୀ, ଗତ କିଛି ଦିନ ହେଲା ଏହି ଲୁଟେରା ମାନେ ଆତଙ୍କ ଖେଳାଇଥିଲେ ।ଖାସ୍ କରି ଲୁଟେରାମାନେ ଖୋର୍ଦ୍ଧାର ପିତାପଲିରୁ ରସୁଲଗଡ଼ ପର୍ୟ୍ୟନ୍ତ ଯାଉଥିବା ଆଳୁ ଗାଡ଼ିକୁ ଟାର୍ଗେଟ କରୁଥିଲେ । ଏପରିକି ଆଇଗିଣିଆ ଆସୁଥିବା ଟ୍ରକକୁ ମଧ୍ୟ ଟାର୍ଗେଟ କରୁଥିଲେ । ରାସ୍ତାରେ ଯିଏ ଏମାନଙ୍କ ହାବୁଡ଼ରେ ପଡିଲା । ସେମାନଙ୍କ ଠାରୁ ମୋବାଇଲ୍‌ ଲୁଟ୍‌ କରୁଥିଲେ । ଏହାପରେ ସବୁ ଲୁଟ୍‌ ମୋବାଇଲ୍‌କୁ ଅତି କମ୍‌ ଦାମରେ ଅନ୍ୟ କାହାକୁ ବିକ୍ରି କରୁଥିଲେ । ଏହାର ଖବର ପାଇବା ପରେ କମିଶନରେଟ ପୋଲିସ ସଜାଗ ହୋଇଥିଲା । ଏହାକ୍ରମରେ ଆଜି ୩ ଜଣ ଲୁଟେରାଙ୍କୁ ଗିରଫ କରିଛି କମିଶନରେଟ୍‌ ପୋଲିସ ।ସେମାନଙ୍କ ଠାରୁ ୫୧ଟି ମୋବାଇଲ୍‌ ସହ ଗୋଟିଏ ବାଇକ୍‌ ଜବତ ହୋଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!