Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଲିସ୍ କବ୍‌ଜାରେ ପାଣି ମଟର ଚୋରି ଗ୍ୟାଙ୍ଗ, ୪ଜଣଙ୍କୁ ବାନ୍ଧିଲା ପୋଲିସ

by ସଞ୍ଜୟ ସ୍ୱାଇଁ
October 20, 2021
in Crime, State
ପୋଲିସ୍ କବ୍‌ଜାରେ ପାଣି ମଟର ଚୋରି ଗ୍ୟାଙ୍ଗ, ୪ଜଣଙ୍କୁ ବାନ୍ଧିଲା ପୋଲିସ
134
VIEWS
Share on FacebookShare on Twitter

ବାଲିପାଟଣା, (ବାଘୁଆବାର୍ତ୍ତା): ବାଲିପାଟଣା ପୋଲିସ୍ କବ୍‌ଜାରେ ପାଣି ମଟର ଚୋରି ଗ୍ୟାଙ୍ଗ । ଏହି ଗ୍ୟାଙ୍ଗର ୪ଜଣ ସଦସ୍ୟଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ୬ଟି ପାଣି ମଟର ଜବତ ହୋଇଛି । ଗିରଫ ଚୋର ମାନେ ହେଲେ ଅଠାନ୍ତର ଗ୍ରାମର ସୁବାସ ଭୋଇ, କାଳନ୍ଦୀ ଭୋଇ , କାହ୍ନୁ ଚରଣ ଭୋଇ ଏବଂ ଧାନହରା ଗ୍ରାମର ବାବାଜି ମଲ୍ଲୀକ ବୋଲି ଜଣାପଡିଛି। ଖବର ଅନୁଯାୟୀ, ଗତ କିଛି ଦିନ ହେବ ଏମାନେ ବିଭିନ୍ନ ଗାଁରୁ ପାଣି ମଟର ଚୋରି କରି କରୁଥିଲେ । ଏହାପରେ ସମସ୍ତ ପାଣି ମଟରକୁ କମ୍ ଦାମ୍‌ରେ ବିକ୍ରି କରୁଥିଲେ । ଏନେଇ ଥାନାର ଏକାଧିକ ଅଭିଯୋଗ ଆସିବା ପରେ ବାଲିପାଟଣା ଥାନା ଅଧିକାରୀ ଏକ ଟିମ୍ ଗଠନ କରିଥିଲେ ।ଶେଷରେ ଏହି ଚୋର ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି ପୋଲିସ । ତେବେ ଏହି ଗ୍ୟାଙ୍ଗରେ ଆଉ କିଏ କିଏ ସାମିଲ ଅଛି । ସେନେଇ ଛାନ୍‌ଭିନ୍‌ ଜାରି ରଖିଛି ପୋଲିସ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!