Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୭ ଲକ୍ଷ ଟଙ୍କା ବ୍ରାଉନସୁଗାର ଜବତ, ୧ ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
July 20, 2021
in Crime, State
୧୭ ଲକ୍ଷ ଟଙ୍କା ବ୍ରାଉନସୁଗାର ଜବତ, ୧ ଅଭିଯୁକ୍ତ ଗିରଫ
67
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): କଟକ କେନ୍ଦ୍ରାଞ୍ଚଳ ଅବକାରୀ ପୋଲିସକୁ ସଫଳତା । ଭଦ୍ରକ ଗୁଆମାଳଠାରେ ବ୍ରାଉନସୁଗାର ବେପାର ହେଉଥିବା ବେଳେ ୧୭୫ ଗ୍ରାମର ବ୍ରାଉନସୁଗାର ଜବତ କରିଛି କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ । ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିବା ସହ ଗୋଟିଏ ବାଇକକୁ ଜବତ କରାଯାଇଛି । ବାଇକ୍ ଦ୍ବାରା ବ୍ରାଉନସୁଗାର ବେପାର କରିବାକୁ ନେଇ ଯାଉଥିବା ସମୟରେ, ମଙ୍ଗଳବାର କେନ୍ଦ୍ରାଞ୍ଚଳ ଅବକାରୀ ବିଭାଗ ଗୁଆମାଳ ଶିବ ମନ୍ଦିରଠାରେ ତପନ କୁମାର ବେହେରା ନାମକ ଯୁବକଙ୍କୁ ସନ୍ଦେହଜନକ ଅବସ୍ଥାରେ ପଚରାଉଚୁରା କରିବା ଯାଞ୍ଚ କରିଥିଲେ । ଯାଞ୍ଚ ସମୟରେ ଯୁବକଙ୍କ ନିକଟରୁ ବିପୁଳ ପରିମାଣରେ ବ୍ରାଉନସୁଗାର ଜବତ ହୋଇଥିଲା । ଜବତ ହୋଇଥିବା ୧୭୫ ଗ୍ରାମ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୧୭ ଲକ୍ଷ ଟଙ୍କା ହେବ ବୋଲି କେନ୍ଦ୍ରାଞ୍ଚଳ ଅବକାରୀ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!