Thursday, June 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତାକଡ଼ରେ ଯୁବକଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?

by ସଞ୍ଜୟ ସ୍ୱାଇଁ
May 4, 2021
in Crime, State
ରାସ୍ତାକଡ଼ରେ ଯୁବକଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
86
VIEWS
Share on FacebookShare on Twitter

ଘଟଗାଁ (ବାଘୁଆବାର୍ତ୍ତା): ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଠାବ । କେନ୍ଦୁଝର ଜିଲ୍ଲା ଘଟଗାଁ କଟରାବେଡାରୁ ଭୋଳବେଡା ଗାଁ ସଂଯୋଗ କରୁଥିବା ରାସ୍ତା ନିକଟରୁ ମୃତଦେହ ଠାବ ହୋଇଛି । ମୃତକ ଭୋଳବେଡା ଗାଁର ଉମାକାନ୍ତ ନାୟକ ବୋଲି ଜଣାପଡିଛି । ଖବର ଅନୁଯାୟୀ, ଉମାକାନ୍ତ ବାହାର ରାଜ୍ୟରେ କାମ କରୁଥିଲେ । ସୋମବାର ଘରକୁ ଫେରୁଥିବା ବେଳେ ତାଙ୍କର ମୃତ୍ୟୁ ଘଟିଛି । ତାଙ୍କ ମୃତ୍ୟୁକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ତେବେ କିଏ ତାଙ୍କୁ ହତ୍ୟା କରିଛି ନା ସେ ଆତ୍ମହତ୍ୟା କରିଛନ୍ତି । ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଶବ ବ୍ୟବଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ଅନୁମାନ କରାଯାଉଛି । ରାସ୍ତାକଡ଼ରେ ମୃତ ଶବଟିକୁ ଦେଖି ସ୍ଥାନୀୟ ଲୋକେ ଢେଙ୍କିକୋଟ ଫାଣ୍ଡି ପୋଲିସକୁ ଖବର ଦେଇଛନ୍ତି । ଘଟଣାସ୍ଥଳରେ ଢେଙ୍ଗିକୋଟ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!