Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪ ଲକ୍ଷର ଗଞ୍ଜେଇ ଜବତ, ୨ ଗିରଫ

by ସଞ୍ଜୟ ସ୍ୱାଇଁ
June 14, 2021
in Crime, State
୪ ଲକ୍ଷର ଗଞ୍ଜେଇ ଜବତ, ୨ ଗିରଫ
138
VIEWS
Share on FacebookShare on Twitter

ନବରଙ୍ଗପୁର, (ବାଘୁଆବାର୍ତ୍ତା): ଲକଡାଉନରେ ସକ୍ରିୟ ହୋଇପଡିଛନ୍ତି ଗଞ୍ଜେଇ ବେପାରୀ । କେତେବେଳେ ପଣସ ବୋଝେଇ ଗାଡିରେ ତ ଆଉ କେତେବେଳେ କଖାରୁ ଓ ବାଇଗଣ ବୋଝେଇ ଗାଡିରେ ଗଞ୍ଜେଇ ଚାଲାଣ କରୁଛନ୍ତି । ପୋଲିସକୁ ଚକମା ଦେବା ପାଇଁ ବିଭିନ୍ନ ଉପାୟ ଆପଣାଉଛନ୍ତି । ଗଞ୍ଜେଇ ଚାଲାଣକାରୀ ପୋଲିସ ହାତରେ ଧରାପଡୁଛନ୍ତି । ଏକ ବୋଲେରୋରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ପୋଲିସ ଚଢାଉ କରି ୬୪ କେଜି ଗଞ୍ଜେଇ ଜବତ କରିଛି । ଏଥିସହ ୨ ଜଣଙ୍କୁ ଗିରଫ କରିଛି ମଇଦଲପୁର ପୋଲିସ। ଏକ ବୋଲେରୋରେ ମାଲକାନଗିରିରୁ ଝାଡଖଣ୍ଡ କୁ ଗଞ୍ଜେଇ ଚାଲାଣ ହେଉଥିଲା । ଏ ସମ୍ପର୍କରେ ଖବର ପାଇ ବୋଲେରୋକୁ ମଇଦଲପୁର ପୋଲିସ ଯାଞ୍ଚ କରିଥିଲା । ଏଥିରୁ ୬୪ କେଜି ପୋଲିସ ଜବତ କରିଥିଲା । ଏଥିସହ ୨ ଜଣଙ୍କୁ ଗିରଫ କରିଥିଲା ପୋଲିସ । ଜବତ ଗଞ୍ଜେଇର ଆନୁମାନକିକ ମୂଲ୍ୟ ୪ ଲକ୍ଷ ଟଙ୍କା ହେବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!