Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୮ କେଜି ଗଞ୍ଜେଇ ଜବତ ୨ ଗିରଫ

by ସଞ୍ଜୟ ସ୍ୱାଇଁ
June 2, 2021
in Crime, State
୮ କେଜି ଗଞ୍ଜେଇ ଜବତ ୨ ଗିରଫ
104
VIEWS
Share on FacebookShare on Twitter

ପାଟଣାଗଡ, (ବାଘୁଆବାର୍ତ୍ତା) ଲକଡାଉନ୍ ବେଳେ ସବୁକିଛି ବନ୍ଦ ଥିବା ବେଳେ ଜମୁଛି ଗଞ୍ଜେଇ ବେପାର। ମାଲେମାଲ ହେଉଛନ୍ତି ଗଞ୍ଜେଇ ମାଫିଆ। ଆଜି ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ଜଣଙ୍କୁ ଗିରଫ କରିବା ସହ ପ୍ରାୟ ୮ କେଜିରୁ ଉର୍ଦ୍ଧ୍ଵ ଗଞ୍ଜେଇ ଜବତ କରିଛି। ଲକଡାଉନ ବେଳେ ଗଞ୍ଜେଇ ବେପାରୀ ସକ୍ରିୟ ହେଉଥିବା ପାଟଣାଗଡ଼ ପୋଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ଏହାପରେ ପାଟଣାଗଡ଼ ପୋଲିସ ପାଟଣାଗଡ଼-ବଲାଙ୍ଗିର ମୁଖ୍ୟ ରାସ୍ତା ଭଇଁଷା ଛକ ଠାରେ ଜଗି ବସିଥିଲା। ଏହି ସମୟରେ ଫୁଲବାଣୀ ଅଞ୍ଚଳରୁ ପାଟଣାଗଡ଼ ଥାନା ଅନ୍ତର୍ଗତ ନେହେନାବନ୍ଧ ଗ୍ରାମକୁ ପାଣ୍ଡବ ବାଗ ଓ କେରବେଡା ଗାଁର ଗୋବିନ୍ଦ କୁମ୍ଭାର ଗଞ୍ଜେଇ ଧରି ବାଇକରେ ଆସୁଥିବା ବେଳେ ପୋଲିସ ଚଢଉ କରିଥିଲା। ସେମାନଙ୍କ ନିକଟରୁ ପ୍ରାୟ ୮ କେଜିରୁ ଉର୍ଦ୍ଧ୍ଵ ଗଞ୍ଜେଇ ଜବତ ହୋଇଛି। ଏହି ସମୟରେ ପାଣ୍ଡବ ବାଗ ଓ ଗୋବିନ୍ଦ କୁମ୍ଭାର ଘଟଣାସ୍ଥଳରୁ ଫେରାର ହେବାକୁ ଉଦ୍ୟମ କରିବା ବେଳେ ପୋଲିସ ସେମାନଙ୍କୁ କାବୁ କରିଥିଲା। ଏନେଇ ଥାନାରେ ଏକ ମାମଲା ରୁଜୁ କରି ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!