Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କ୍ରାଇମବ୍ରାଞ୍ଚର ଅତିରିକ୍ତ ଦାୟୀତ୍ୱରେ ଜେଠୱା

by ସଞ୍ଜୟ ସ୍ୱାଇଁ
March 12, 2021
in Feature News, State
କ୍ରାଇମବ୍ରାଞ୍ଚର ଅତିରିକ୍ତ ଦାୟୀତ୍ୱରେ ଜେଠୱା
178
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ବରିଷ୍ଠ ଆଇପିଏସ ଅଧିକାରୀ ସୌମ୍ୟନ୍ଦ୍ର ପ୍ରିୟଦର୍ଶୀଙ୍କର ଦୈତ୍ୟନଗରୀର ପୁଲିସ କମିଶନର ଭାବେ ନିଯୁକ୍ତ ହୋଇଥିବା ବେଳେ କ୍ରାଇମବ୍ରାଞ୍ଚ ଏଡିଜି ପୋଷ୍ଟ ଖାଲି ପଡିଥିଲା । ତେବେ ରାଜ୍ୟ ସରକାର ଆଜି ବରିଷ୍ଠ ଆଇପିଏସ ଅଧିକାରୀ ଯଶୋବନ୍ତ ଜେଠୱାଙ୍କୁ ନୂଆ ଦାୟୀତ୍ୱ ଦେଇଛନ୍ତି । ଆଇନ ଶୃଙ୍ଖଳା ଏଡିଜି ଥିବା ଶ୍ରୀ ଜେଠୱାଙ୍କୁ କ୍ରାଇମବ୍ରାଞ୍ଚର ଏଡିଜି ଭାବେ ଅତିରିକ୍ତ ଦାୟୀତ୍ୱ ଦିଆଯାଇଛି । ତେବେ ଆଗାମୀ ଦିନର ନିର୍ଦ୍ଦେଶ ପର୍ଯ୍ୟନ୍ତ ଆଇପିଏସ୍ ଶ୍ରୀ ଜେଠୱା ଏହି ଅତିରିକ୍ତ ଦାୟୀତ୍ୱ ସମ୍ଭାଳିବେ ବୋଲି ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!