Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏନଏସଏ ବଳରେ ବନ୍ଧାହେଲେ ୩ ଜଣ ହାର୍ଡକୋର୍ ଅପରାଧୀ

by ସଞ୍ଜୟ ସ୍ୱାଇଁ
February 20, 2024
in Crime, State
ଡକାୟତି ଯୋଜନା କରୁଥିବା ବେଳେ ୩ ଗିରଫ, ୩ ଫେରାର
88
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ଗଞ୍ଜାମ ଜିଲ୍ଲାରେ ଆକ୍ସନ ମୋଡରେ ପୋଲିସ। ବନ୍ଧା ହେଲେ ୩ ଜଣ ହାର୍ଡକୋର୍ ଅପରାଧୀ। ଆସିକା ଥାନା ଅଞ୍ଚଳର ସୁଲତାନ ଓରଫ ସୁନିଲ ନାୟକ, ପୋଲସରା ଥାନା ଅଞ୍ଚଳରେ ଯଜ୍ଞ ପ୍ରଧାନ ଓ ଗାଙ୍ଗପୁର ଥାନା ଅଞ୍ଚଳର ବାବୁ ସ୍ବାଇଁକୁ ପୋଲିସ ଏନଏସଏ ବଳରେ ଗିରଫ କରି କୋର୍ଟ ଚାଲାଣ କରିଛି। ଏମାନଙ୍କ ବିରୋଧରେ ହତ୍ୟା ଉଦ୍ୟମ, ହତ୍ୟା ଓ ରାହାଜାନୀ ଭଳି ସଙ୍ଗୀନ ଅଭିଯୋଗ ରହିଛି। ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଗଞ୍ଜାମ ପୋଲିସ ଆକ୍ସନ ମୋଡରେ ରହିଛି । ଜିଲ୍ଲାରେ ଅବାଧ ଓ ଶୃଙ୍ଖଳିତ ନିର୍ବାଚନ ପରିଚାଳନା କରିବା ଦିଗରେ ପୋଲିସର ଏଭଳି ପଦକ୍ଷେପକୁ ସାଧାରଣ ଲୋକ ପ୍ରଶଂସା କରିଛନ୍ତି। ସେପଟେ ଆଉ କିଛି ଅପରାଧୀ ଏନଏସଏ ତାଲିକାରେ ଥିବା ଜଣାପଡିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!