Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର

by ସଞ୍ଜୟ ସ୍ୱାଇଁ
March 12, 2025
in Crime, State
ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର
106
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ସୁନ୍ଦରଗଡ଼ ଜିଲ୍ଲା ଵିଶ୍ରା ଥାନା ଅକ୍ଷରଶିଳା ନିକଟରେ ଏନକାଉଣ୍ଟର। ଝାଡ଼ଖଣ୍ଡର କୁଖ୍ୟାତ ଆନ୍ତଃରାଜ୍ୟ ଅପରାଧୀ ବ୍ୟାସ ଲାଖୁଆ ଗୁରୁତର। ଦାଦାବଟି ହତ୍ୟା, ହତ୍ୟା ଧମକ ସହ ଵହୁ ଅପରାଧରେ ସେ ସମ୍ପୃକ୍ତ। ପୋଲିସ ଉପରକୁ ଗୁଳିମାଡ କରି ଫେରାର ହେବାକୁ ଉଦ୍ୟମ କରୁଥିଲା। ପୋଲିସର ପାଲଟା ଗୁଳିମାଡ଼ରେ ସେ ଆହତ ହୋଇଛି। ରାଉରକେଲା ସରକାରୀ ଡାକ୍ତରଖାନାରେ ତାକୁ ଭର୍ତ୍ତି କରାଯାଇଛି। ଆଜି ଭୋର ୪ ଟା ରେ ଅକ୍ଷରଶିଳା ନିକଟରେ ବ୍ୟାସ ଲାଖୁଆ ଲୁଚିଥିବାର ସୂଚନା ପାଇ ପୋଲିସ ତାକୁ ଧରିବାକୁ ଉଦ୍ୟମ କରିଥିଲା। ଏହି ସମୟରେ ପୋଲିସ ଉପରକୁ ଗୁଳି କରିଥିଲା ବ୍ୟାସ। ପୋଲିସର ପାଲଟା ଗୁଳିରେ ସେ ଆହତ ହୋଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!