Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କ୍ରିପ୍ଟୋ କରେନ୍ସି ଠକେଇ, ସାତ ଜଣଙ୍କୁ ବାନ୍ଧିଲା ବଲାଙ୍ଗୀର ପୋଲିସ

by ସଞ୍ଜୟ ସ୍ୱାଇଁ
January 21, 2024
in Crime, State
କୋଇଲା ବ୍ୟବସାୟୀଙ୍କ ଘରେ ଆଇଟି ରେଡ୍‌, କେଜିଏ ସୁନା ଓ ୩ କୋଟି ଜବତ
56
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): କ୍ରିପ୍ଟୋ କରେନ୍ସି ଭଳି ଡାଇକନ କରେନ୍ସି ନାଁରେ ଠକେଇ । ସାତ ଜଣଙ୍କୁ ବାନ୍ଧିଲା ବଲାଙ୍ଗୀର ପୋଲିସ । ୨୫ମୋବାଇଲ, ୪ଲାପଟପ, ଦୁଇ କମ୍ପ୍ୟୁଟର, ୪ଗାଡି ସହ ମର୍ସିଡିଜ ଜବତ ହୋଇଥିବା ସୂଚନା । ଏହି ଠକ ଗ୍ୟାଙ୍ଗ ଡାଇକନ ନାମରେ କମ୍ପାନି ଖୋଲି ଲୋକ ମାନଙ୍କୁ ପ୍ରଲୋଭନ ଦେଖାଉଥିଲା । ଗୁଜରାଟର ଏକ କମ୍ପାନୀ ସହାୟତାରେ ଏହି ଆପ୍ ଖୋଲାଯାଇଥିବା ବେଳେ ଏଥିରେ ଟଙ୍କା ଲଗାଇବାକୁ ଗ୍ରାହକଙ୍କୁ ପ୍ରଲୋଭନ ଦେଖାଯାଉଥିଲା । ଏମାନେ ମୋଟ ୨ହଜାର ଲୋକଙ୍କ ଠାରୁ ପାଖାପାଖି ୧୦କୋଟି ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଛି । ଠକ ଗ୍ୟାଙ୍ଗର ମୁଖ୍ୟ ପ୍ରଶାନ୍ତ ମେହେର ହୋଇଥିବା ବେଳେ ଅନ୍ୟ ଅଭିଯୁକ୍ତ ମାନେ ପ୍ରଶାନ୍ତର ସର୍ମ୍ପକୀୟ ବୋଲି ଜଣାପଡିଛି । ଠକେଇ ଟଙ୍କାରେ ଅଭିଯୁକ୍ତ ମାନେ ବଲାଙ୍ଗୀରର ବିଭିନ୍ନ ସ୍ଥାନରେ ଜମି କିଣିଥିବା ଜଣାପଡିଛି । ଗିରଫ ପରେ ଏହି ଠକ ଗ୍ୟାଙ୍ଗ ନିକଟରୁ ୨୫ମୋବାଇଲ, ୪ଲାପଟପ, ଦୁଇ କମ୍ପ୍ୟୁଟର, ୪ଗାଡି ସହ ମର୍ସିଡିଜ ଜବତ ହୋଇଥିବା ସୂଚନା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!