Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗ୍ରୀଲ କାଟି ବ୍ୟାଙ୍କରୁ ନେଇଗଲେ ଲକ୍ଷାଧିକ ଟଙ୍କା

by ସଞ୍ଜୟ ସ୍ୱାଇଁ
November 11, 2024
in Crime, State
ଗ୍ରୀଲ କାଟି ବ୍ୟାଙ୍କରୁ ନେଇଗଲେ ଲକ୍ଷାଧିକ ଟଙ୍କା
111
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ଝରକା ଗ୍ରୀଲ କାଟି ବ୍ୟାଙ୍କରେ ପଶିଲେ। ପରେ ବ୍ୟାଙ୍କରୁ ଲକ୍ଷାଧିକ ଟଙ୍କା ନେଇଯାଇଥିବା ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲ୍ଲା ବାଲିଆପାଳ ଥାନା ଅର୍ନ୍ତଗତ ଖପରାପଦା ଛକରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଏହି ଚୋରି ହୋଇଛି। ଗତକାଲି ବିଳମ୍ବିତ ରାତିରେ ଚୋରମାନେ ଗ୍ୟାସ କଟରରେ ଝରକାରର ଗ୍ରୀଲ କାଟି ବ୍ୟାଙ୍କ ଭିତରେ ପଶିଥିଲେ। ପରେ ବ୍ୟାଙ୍କରେ କଳାକନା ବୁଲାଇ ଦେଇଥିଲେ। ଆଜି ସକାଳେ ବ୍ୟାଙ୍କ ଝରକା ତଡ଼ା ହୋଇଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ବ୍ୟାଙ୍କ ମ୍ୟାନେଜର୍ ଏବଂ ପୁଲିସକୁ ଖବର ଦେଇଥିଲେ। ଖବର ପାଇ ବାଲିଆପାଳ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ତେବେ କେତେ ଟଙ୍କା ଚୋରି ହୋଇଛି ତାହା ଜଣାପଡ଼ି ନାହିଁ। ସୂଚନାଯୋଗ୍ୟ, ୫ବର୍ଷ ପୂର୍ବରୁ ମଧ୍ୟ ଏହି ବ୍ୟାଙ୍କରୁ ଚୋରି ହୋଇଥିଲା। ବାରମ୍ବାର ଚୋରି ହେଉଥିବାରୁ ସ୍ଥାନୀୟ ଅଞ୍ଚଳରେ ପୁଲିସ ପାଟ୍ରୋଲିଂ କଡ଼ାକଡି କରିବାକୁ ଦାବି ହୋଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!