Tuesday, April 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମା’ କଟକ ଚଣ୍ଡୀ ମନ୍ଦିର ପ୍ରକଳ୍ପ କାର୍ଯ୍ୟରେ ବିଳମ୍ବ, ସ୍ଥିତି ସମୀକ୍ଷା କଲେ କଟକ ସାଂସଦ

by ସଞ୍ଜୟ ସ୍ୱାଇଁ
May 24, 2025
in State
ମା’ କଟକ ଚଣ୍ଡୀ ମନ୍ଦିର ପ୍ରକଳ୍ପ କାର୍ଯ୍ୟରେ ବିଳମ୍ବ,  ସ୍ଥିତି ସମୀକ୍ଷା କଲେ କଟକ ସାଂସଦ
26
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): କଟକର ଅଧିଷ୍ଠାତ୍ରୀ ଦେବୀ ମା’କଟକ ଚଣ୍ଡୀ ମନ୍ଦିର ପ୍ରକଳ୍ପ କାର୍ଯ୍ୟରେ ବିଳମ୍ବ ହେଉଛି। ୫ ଥର ସମୟସୀମା ଘୁଞ୍ଚି ୩ ବର୍ଷ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ମାତ୍ର ୫୦ ପ୍ରତିଶତ କାମ ସରିଛି। ଏହାକୁ ନେଇ କଟକ ସହରବାସୀ ଓ ଶ୍ରଦ୍ଧାଳୁଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଉଛି। ଦୁଇଦିନ ତଳେ ଏ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର କରାଯାଇଛି। ଅନ୍ୟପକ୍ଷରେ ଶନିବାର କଟକ ସାଂସଦ ଭତ୍ତୃହରି ମହତାବ, ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉ ସାହେବ ଶିନ୍ଦେ ଅନ୍ୟ ଅଧିକାରୀମାନଙ୍କ ସହ କଟକ ଚଣ୍ଡୀ ମନ୍ଦିରରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି। ଆସନ୍ତା ଡ଼ିସେମ୍ବର ସୁଦ୍ଧା କାମ ଶେଷ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ନେଇ ନିର୍ମାଣକାରୀ ସଂସ୍ଥା ଏଥିରେ ସହମତି ପ୍ରକାଶ କରିନାହାନ୍ତି। ଅନ୍ତତଃ ପକ୍ଷେ ଆସନ୍ତା ବର୍ଷ ମାର୍ଚ୍ଚ ଯାଏ ସମୟସୀମା ଧାର୍ଯ୍ୟ କରିବାକୁ ନିର୍ମାଣକାରୀ ସଂସ୍ଥା ଅନୁରୋଧ କରିଛି। ଏ ପର୍ଯ୍ୟନ୍ତ ମୁଖ୍ୟ ମନ୍ଦିରର କାମ ଆରମ୍ଭ ହୋଇପାରିନି। ଆସନ୍ତା ୩ ମାସ ମଧ୍ୟରେ ପାର୍ଶ୍ଵ କାମ ଶେଷ କରି ମୁଖ୍ୟ ମନ୍ଦିରର କାମ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!