Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏସଡିଜିଏମ୍ କୋର୍ଟରେ ଡି-ବ୍ରଦର୍ସ

by ସଞ୍ଜୟ ସ୍ୱାଇଁ
January 18, 2021
in Breaking, Crime, State
ଏସଡିଜିଏମ୍ କୋର୍ଟରେ ଡି-ବ୍ରଦର୍ସ
130
VIEWS
Share on FacebookShare on Twitter

କଟକ,(ବାଘୁଆବାର୍ତ୍ତା): ରାଜ୍ୟର ଅପରାଧ ମୂଳକ କାର୍ଯ୍ୟ ପାଇଁ ଚର୍ଚ୍ଚାରେ ରହିଥିବା ଡି-ବ୍ରଦର୍ସ ଆଜି ପୁଣି କଟକ ଏସ୍ଡିଜିଏମ୍ କୋର୍ଟ ହାଜର ହୋଇଥିବା ଜଣାପଡ଼ିଛି । ଏହି ଦୁଇ ଭାଇଙ୍କୁ କମିଶନରେଟ୍ ପୁଲିସ୍ କୋର୍ଟରେ ହାଜର କରାଇଛି । ଧଳ ସାମନ୍ତ ସହଯୋଗୀକୁ ଗିରଫ୍ କରିବା ସମୟରେ ତାଙ୍କ ନିକଟରୁ ଜବତ ହୋଇଥିବା ବେଆଇନ୍ ବନ୍ଧୁକ ରଖିଥିବା ଯୋଗୁଁ ଉଭୟ ଭାଇଙ୍କ ନାମରେ ଥାନାରେ ମାମଲା ରୁଜୁ ହୋଇଥିଲା । ପୁଲିସ୍ ଉକ୍ତ ମାମଲାରେ ଉଭୟ ଭାଇଙ୍କୁ ଆଜି ଏସ୍ଡିଜିଏମ୍ କୋର୍ଟ ହାଜର କରିବା ପରେ, କୋର୍ଟରେ ଶୁଣାଣି ହୋଇଛି । ପରେ ଦୁଇ ଭାଇଙ୍କୁ ବଲାଙ୍ଗୀର ଓ ବାଲେଶ୍ୱର ଜେଲ୍କୁ ପଠାଇ ଦେଇଥିବା ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!