Friday, May 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଭିନ୍ନ ଦାବି ନେଇ ଜିଲ୍ଲାପାଳ ଅଫିସ୍ ଘେରିଲା ମିଳିତ କେନ୍ଦ୍ରୀୟ ଶ୍ରମିକ ସଂଗଠନ

by ସଞ୍ଜୟ ସ୍ୱାଇଁ
May 20, 2025
in State
ବିଭିନ୍ନ ଦାବି ନେଇ ଜିଲ୍ଲାପାଳ ଅଫିସ୍ ଘେରିଲା ମିଳିତ କେନ୍ଦ୍ରୀୟ ଶ୍ରମିକ ସଂଗଠନ
15
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ମିଳିତ କେନ୍ଦ୍ରୀୟ ଶ୍ରମିକ ସଂଗଠନ ପକ୍ଷରୁ କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ସରକାରଙ୍କ ନୂତନ ଶ୍ରମ ଆଇନ ଯୋଗୁଁ ଶ୍ରମିକ ମାନଙ୍କର ମୌଳିକ ଅଧିକାର କ୍ଷୁର୍ଣ୍ଣ ହେଉଥିବା ଅଭିଯୋଗ କରି ଏହି ବିକ୍ଷୋଭ କରାଯାଇଛି । ଆସନ୍ତା ଜୁଲାଇ ୯ ତାରିଖରେ ଶ୍ରମିକ ମାନଙ୍କର ଦାବି ନେଇ ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରାଯିବ । ଶ୍ରମିକ ସଂଗଠନ ଗୁଡିକର ଅଭିଯୋଗ ଅନୁସାରେ, ୯୪ ପ୍ରତିଶତ ଶ୍ରମିକ ସର୍ବନିମ୍ନ ମଜୁରୀ ଓ ପେନସନ ପାଉ ନାହାନ୍ତି । ଅନ୍ୟପଟେ ଠିକା ନିଯୁକ୍ତି ବ୍ୟବସ୍ଥା ଯୋଗୁଁ ଲକ୍ଷାଧିକ ଠିକା କର୍ମଚାରୀ ଶୋଷଣର ଶୀକାର ହେଉଥିବା ଶ୍ରମିକ ସଂଗଠନ ଗୁଡିକ ଅଭିଯୋଗ କରିଛନ୍ତି । ତେଣୁ ଠିକା ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ ସହ ଠିକା କର୍ମଚାରୀ ମାନଙ୍କୁ ନିୟମିତ କରିବା ଦାବି ନେଇ ଏହି ଶ୍ରମିକ ସଂଗଠନ ଗୁଡିକ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ସେପେଟ ଆସନ୍ତା ଜୁଲାଇ ୯ ତାରିଖରେ ଶ୍ରମିକ ମାନଙ୍କର ଦାବି ନେଇ ଦେଶ ସାରା ବିକ୍ଷୋଭ ପ୍ରଦର୍ଶନ କରାଯିବା ନେଇ କାର୍ଯ୍ୟକ୍ରମ ସ୍ଥିର ହୋଇଛି । ଏହି ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନରେ ମିଳିତ ଶ୍ରମିକ ସଂଗଠନ ସକ୍ରିୟ ଯୋଗଦାନ କରିବ ବୋଲି ସୂଚନା ଦେଇଛି ।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!