Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଟକ ଶିଶୁ ଭବନରେ ଅଗ୍ନିକାଣ୍ଡ

by ସଞ୍ଜୟ ସ୍ୱାଇଁ
March 13, 2021
in Breaking, State
କଟକ ଶିଶୁ ଭବନରେ ଅଗ୍ନିକାଣ୍ଡ
145
VIEWS
Share on FacebookShare on Twitter

କଟକ,(ବାଘୁଆବାର୍ତ୍ତା): କଟକ ଶିଶୁଭବନରେ ଅଗ୍ନିକାଣ୍ଡ । ଶିଶୁଭବନର ଆଇସିୟୁ ୱାର୍ଡରେ ଘଟିଛି ଏଭଳି ଅଘଟଣ । ଲାଗିଥିବା ନିଆଁକୁ ଆୟତ କରାଯାଇଛି । ବଡ଼ ଧରଣ ବିପଦରୁ ଟଳି ଯାଇଛି ଆଇସିୟୂ ୱାର୍ଡ । କୌଣସି କ୍ଷୟକ୍ଷତି ହୋଇନଥିବା ପ୍ରାଥମିକ ଭାବେ ଜଣାପଡିଛି । କିଛି ବିଦ୍ୟୁତ୍ ତାର ଜଲିଯାଇଥିବା ସୂଚନା ମିଳିଛି । ସର୍ଟ ସର୍କିଟ୍ ଲାଗି ଏଭଳି ଅଗ୍ନିକାଣ୍ଡ ଘଟିଥାଇ ପାରେ ବୋଲି ଅନୁମାନ କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!