Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଇପିଏସ ଅଫିସରଙ୍କୁ ବି ଛାଡ଼ିଲେନି ସାଇବର ଲୁଟେରା

by ସଞ୍ଜୟ ସ୍ୱାଇଁ
December 15, 2023
in Crime, State
ଆଇପିଏସ ଅଫିସରଙ୍କୁ ବି ଛାଡ଼ିଲେନି ସାଇବର ଲୁଟେରା
131
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବରିଷ୍ଠ ଆଇପିଏସ ଅଫିସରଙ୍କୁ ବି ଛାଡ଼ିଲେନି ସାଇବର ଲୁଟେରା। ଅବକାରୀ କମିଶନରଙ୍କ ନାଁରେ ଫେକ୍ ଫେସବୁକ୍ ଆଇଡି ଖୋଲି ଲୁଟୁଛନ୍ତି ଟଙ୍କା । ଅବକାରୀ କମିଶନର ତଥା ବରିଷ୍ଠ ଆଇପିଏସ ଅଧିକାରୀ ନରସିଂହ ଭୋଳଙ୍କ ନାଁରେ ଫେକ୍ ଫେସବୁକ୍ ଆଇଡି ଖୋଲାଯାଇଛି । ଫେକ୍ ଫେସବୁକ୍ ଆଇଡି ଜରିଆରେ ୧ ଲକ୍ଷ ୩୫ ହାଜର ଟଙ୍କା ଲୁଟି ସାରିଲେଣି ସାଇବର ଲୁଟେରା। ନରସିଂହ ଭୋଳଙ୍କ ଫେସବୁକ୍ ସାଙ୍ଗଙ୍କଠାରୁ ସାଇବର ଲୁଟେରା ଏଭଳି ଲୁଟୁଛନ୍ତି । ଏନେଇ ଫେସବୁକରେ ସୂଚନା ଦେଇଛନ୍ତି ନିଜେ ନରସିଂହ ଭୋଳ । ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!