Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀରେ ୬ ମାସରେ ୩୬ କୋଟି ଲୁଟିଛନ୍ତି ସାଇବର ଠକ

by ସଞ୍ଜୟ ସ୍ୱାଇଁ
July 11, 2024
in Crime, State
ରାଜଧାନୀରେ ୬ ମାସରେ ୩୬ କୋଟି ଲୁଟିଛନ୍ତି ସାଇବର ଠକ
32
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ବଢ଼ି ଚାଲିଛି ସାଇବର ଅପରାଧ। ୨୦୨୪ ଜାନୁଆରୀରୁ ଜୁନ- ୬ ମାସ ମଧ୍ୟରେ ଭୁବନେଶ୍ୱରରେ ସାଇବର ଅପରାଧ ଜନିତ ୨ ହଜାର ୩୯୪ଟି ରିପୋର୍ଟ ଥାନାକୁ ଆସିଛି। ଏଥି ମଧ୍ୟରୁ ୧୧୦ଟି ମାମଲା ପଞ୍ଜୀକୃତ ହୋଇଛି। ଏସବୁ ମାମଲାରେ ମୋଟ ୩୬ କୋଟି ଟଙ୍କା ଠକି ନେଇଛନ୍ତି ସାଇବର ଅପରାଧୀ। ଘଟଣାର ତଦନ୍ତ ବେଳେ ବିଭିନ୍ନ ଆକାଉଣ୍ଟରେ ୯ କୋଟି ୫୦ ଲକ୍ଷ ଟଙ୍କା ଫ୍ରିଜ୍ କରାଯାଇଛି। ଠକେଇର ଶିକାର ହୋଇଥିବା ଲୋକମାନେ ମୋଟ ୪୬ ଲକ୍ଷ ଟଙ୍କା ଫେରିପାଇଲେଣି। ସାଇବର ଠକେଇ ମାମଲା ମଧ୍ୟରୁ ଅଧିକାଂଶ ୟୁପିଆଇ ଠକେଇ, ସୋଶାଆଲ ମିଡ଼ିଆ ଠକେଇ, ପାର୍ସଲ ଜନିତ ଠକେଇ ଓ ସିମ୍ କେୱାଇସି ନେଇ ମେସେଜ ଦେବା ସଂପର୍କିତ ଠକେଇ ରହିଛି। ସାଇବର ଅପରାଧର ତଦନ୍ତ କରି କମିଶନରେଟ୍ ପୁଲିସ ଏ ପର୍ଯ୍ୟନ୍ତ ୨୧ ଜଣ ସାଇବର ଅପରାଧୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିସାରିଛି। ଏମାନଙ୍କ ମଧ୍ୟରେ ୫ ଜଣ ଆନ୍ତଃରାଜ୍ୟ ସାଇବର ଠକ ରହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!