Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅମ୍ପନ ଦେଖାଇଲାଣି କରାଳ ରୂପ

by Anil Panda
May 20, 2020
in Breaking
ଅମ୍ପନ ଦେଖାଇଲାଣି କରାଳ ରୂପ

This May 17, 2020, satellite image released by NASA shows Cyclone Amphan over the Bay of Bengal in India. Amphan has intensified into a super cyclone and expected to make a landfall near Sundarbans, south of Kolkata, on Tuesday evening, May 19, 2020. A red alert has been initiated to sea bound fishermen and disaster management teams started evacuating villagers from the sea front. (NASA Worldview, Earth Observing System Data and Information System (EOSDIS) via AP)

25
VIEWS
Share on FacebookShare on Twitter

ଭୂବନେଶ୍ୱର, (ବାଘୁଆବାର୍ତ୍ତା ବ୍ୟୁରୋ) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଅମ୍ପନ ତାହାର କରାଳ ରୂପ ଓଡ଼ିଶାରେ ଦେଖାଇବା ଆରମ୍ଭ କରିଛି । ବାତ୍ୟା ପ୍ରଭାବରେ ଉତ୍ତର ଓଙ୍ଗ଼ିଶାର ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର ପ୍ରଭୃତି ଜିଲ୍ଲାରେ ରାତି ତମାମ୍ ବର୍ଷା ଲାଗି ରହିବା ସହ ପ୍ରବଳ ବେଗରେ ପବନ ବହୁଛି । ଆଜି ଅପରାହ୍ନରେ ଦୀଘା ନିକଟସ୍ଥ ଅଂଚଳରେ ଲ୍ୟାଣ୍ଡଫଲ କରିବାକୁ ଥିବା ଏହି ବାତ୍ୟା ପାଇଁ କ୍ଷୟକ୍ଷତି ଘଙ୍କିବାର ଆଶଙ୍କା କରି ରାଜ୍ୟ ସରକାର ବ୍ୟାପକ ବ୍ୟବସ୍ଥା ଗ୍ରହଣ କରିଛନ୍ତି । ଜିରୋ କାଜୁଆଲିଟ୍‌କୁ ଗୁରୁତ୍ୱ ଦେଇ ରାଜ୍ୟ ସରକାର ବିଭିନ୍ନ ଜିଲ୍ଲାକୁ ୩୦ରୁ ଉର୍ଦ୍ଧ୍ୱ ଓଡ୍ରାଫ୍ ଟିମ ପଠାଇଥିବା ବେଳେ ପୁଲିସ ଓ ସରକାରୀ କର୍ମଚାରୀମାନଙ୍କୁ ସଜାଗ ରହିବାକୁ କୁହାଯାଇଛି । ସେହିଭଳି ପୁରୀ, କଟକ, ଖୋର୍ଦ୍ଧା, ନୟାଗଡ଼ ପ୍ରଭୁତି ଜିଲ୍ଲାରେ ରାତିସାରା ବର୍ଷା ପବନ ଲାଗି ରହିଛି । ଅମ୍ପନ ଲ୍ୟାଣ୍ଡଫଲ କରିବା ସମୟରେ ବାତ୍ୟାର ପ୍ରଭାବ ବଢ଼ିବା ସହ ୧୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!