Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କେଉଁଠାରେ ସ୍ଥଳଭାଗ ଛୁଇଁବ ୟାସ ?

by ସଞ୍ଜୟ ସ୍ୱାଇଁ
May 25, 2021
in Nayagarh
ବାତ୍ୟା ‘ୟଶ’, ମେ ୩୧ ପର୍ଯ୍ୟନ୍ତ ସମସ୍ତ ସରକାରୀ ଛୁଟି ବାତିଲ, ଛୁଟିରେ ଅଛ ଶୀଘ୍ର ଆସ
246
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା):  ଆସନ୍ତା ୨୬ ତାରିଖରେ ଓଡ଼ିଶା ଉପକୂଳରେ ଲାଣ୍ଡଫଲ ବା ସ୍ଥଳଭାଗ ଛୁଇଁବ ବାତ୍ୟା ୟାସ୍ । ମାତ୍ର ଏହା କେଉଁ ସ୍ଥାନରେ ଲାଣ୍ଡଫଲ କରିବ ସେ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏପର୍ୟ୍ୟନ୍ତ ନିର୍ଦ୍ଦିଷ୍ଟ ଭାବେ କୌଣସି ସୂଚନା ଦିଆଯ଼ାଇନାହିଁ ।
ତେବେ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଏହା ଓଡ଼ିଶାରୁ ଧମରାର ଉତ୍ତର ଓ ବାଲେଶ୍ବରର ଦକ୍ଷିଣରେ କୌଣସି ଏକ ସ୍ଥାନରେ ସ୍ଥଳଭାଗ ଛୁଇଁବ । ଅନ୍ୟପକ୍ଷରେ ଆମେରିକୀୟ ନୌସେନାର ଜଏଣ୍ଟ ଟାଇଫୁନ ଓ୍ବାର୍ଣ୍ଣିଂ ସେଣ୍ଟର ( ଯ଼ୁଗ୍ମ ବାତ୍ୟା ପୂର୍ବାନୁମାନ କେନ୍ଦ୍ର ) ର ପୂର୍ବାନୁମାନ ଅନୁସାରେ ଏହି ବାତ୍ୟା ଓଡ଼ିଶାର ଭିତରକନିକା ଜାତୀୟ ଉଦ୍ୟାନ ନିକଟରେ ସ୍ଥଳଭାଗ ଛୁଇଁବ । ସ୍ଥଳଭାଗ ଛୁଇଁବା ପରେ ବାତ୍ୟା ଧୀରେ ଧୀରେ ଦୂର୍ବଳ ହେବା ଆରମ୍ଭ କରିବ । ତେବେ ଓଡ଼ିଶା ସରକାର ଉଭୟ ପାଣିପାଗ ସଂସ୍ଥାର ରିପୋର୍ଟକୁ ଆଖି ଆଗରେ ରଖି ନିଜର ପ୍ରସ୍ତୁତି ଚଳାଇଛନ୍ତି । ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କହିଛନ୍ତି ଯ଼େ ରାଜ୍ୟ ସରକାର ଭିତରକନିକାଠାରୁ ଆରମ୍ଭ କରି ଧାମରା ଓ ଚାନ୍ଦବାଲିରେ ଲାଣ୍ଡଫଲ ଆଶଙ୍କା କରି ନିଜର ମୁକାବିଲା ପ୍ରସ୍ତୁତି ଚଳାଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!