Sunday, April 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

by ସଞ୍ଜୟ ସ୍ୱାଇଁ
May 27, 2025
in State
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ
50
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୫ ଦିନ ପାଇଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ଦୁଇ ତିନି ଦିନ ମଧ୍ୟରେ ମୌସୁମି ଓଡ଼ିଶା ଛୁଇଁବା ପାଇଁ ପାଗ ଅନୁକୂଳ ରହିଛି। ପ୍ରାକ୍ ମୌସୁମୀ ବର୍ଷାକୁ ନେଇ ଆଗାମୀ ୨୪ ଘଣ୍ଟା ପାଇଁ ୨୦ ଜିଲ୍ଲାକୁ ଜାରି କରାଯାଇଛି ଅରେଞ୍ଜ ଆଲର୍ଟ । ସେହି ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର ଓ ସୁନ୍ଦରଗଡ଼। ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହିତ ଝଟକା ପବନ 40 ରୁ 50 କିମି ବେଗରେ ବହିବାର ବି ସମ୍ଭାବନା ରହିଛି l ୪-୫ ଦିନ ଗଭୀର ସମୁଦ୍ରକୁ ନ ଯିବା ପାଇଁ ମତ୍ସ୍ଯଜୀବୀଙ୍କୁ କୁହାଯାଇଛି।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!