Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କିଟ୍ ଘଟଣା ଉପରେ ସି. ପି.ଆଇ.(ଏମ୍)ର ମୁଖ୍ୟ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ

by ସଞ୍ଜୟ ସ୍ୱାଇଁ
February 24, 2025
in Nayagarh, State
କିଟ୍ ଘଟଣା ଉପରେ ସି. ପି.ଆଇ.(ଏମ୍)ର ମୁଖ୍ୟ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ
112
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): କିଟ୍ ରେ ଘଟିଥିବା ବର୍ବରୋଚିତ କାଣ୍ଡକୁ ଦୃଢ଼ ନିନ୍ଦା କରିବା ସହିତ ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବି କରିଛି ସି.ପି.ଆଇ.(ଏମ୍) ନୟାଗଡ଼ ଜିଲ୍ଲା କମିଟି । କିଟ୍ ପରିସରରେ ନେପାଳୀ ଛାତ୍ର ମାନଙ୍କ ଉପରେ ଘଟିଥିବା ଅତ୍ୟାଚାର, ଛାତ୍ରୀର ଦୟନୀୟ ମୃତ୍ୟୁ ଉପରେ ହାଇକୋର୍ଟର ବିଚାରପତିଙ୍କ ଦ୍ଵାରା ବିଚାର ବିଭାଗୀୟ ତଦନ୍ତ କରି ଦୋଷୀଙ୍କୁ କଠୋର ଦଣ୍ଡ ବିଧାନ କରିବା, ନେପାଳୀ ଛାତ୍ର ମାନଙ୍କ ପ୍ରତି ଆଚରଣର ଏବଂ କିଟ୍ ମ୍ୟାନେଜମେଣ୍ଟର କାର୍ଯ୍ୟକଳାପକୁ ତଦନ୍ତ ପରିସରଭୁକ୍ତ କରିବା, କ୍ୟାମ୍ପସରେ ଶାନ୍ତି ଫେରାଇ ଆଣିବାକୁ ପଦକ୍ଷେପ ନେବା ପ୍ରଭୃତି ଦାବି ସମ୍ବଳିତ ଏକ ସ୍ମାରକପତ୍ର ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଥିଲା । ଏହି ପ୍ରତିବାଦରେ ପାର୍ଟିର ବରିଷ୍ଠ ନେତୃତ୍ଵ ବିଶ୍ଵନାଥ ମହାପାତ୍ର, ସରୋଜ ନାୟକ, ପବିତ୍ର ଇନ୍ଦ୍ରଜିତ, ଜ୍ୟୋତିପ୍ରଭା ଜେନା, କୁଳମଣି ପୃଷ୍ଟି, ନିରଞ୍ଜନ ସାହୁ, ଅଧିକାରୀ ବେହେରା, ପ୍ରମୁଖ ଭାଗ ନେଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!