Saturday, September 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶାଗୁଆନ ଗଛରେ ଛୁଲିଚି ଯୁବକଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
June 21, 2021
in Crime, State
ପାଟିତୁଣ୍ଡରୁ ହତ୍ୟାକାଣ୍ଡ, ପଥରରେ ଛେଚି ମାରିଲେ
109
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ଶାଗୁଆନ ଗଛରେ ଜଣେ ଯୁବକଙ୍କ ମୃତ ଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି । ମୃତ ଦେହ ଉଦ୍ଧାର ହୋଇଥିଲେ ମଧ୍ୟ ଯୁବକଙ୍କ ପରିଚୟ ମିଳିପାରି ନାହିଁ । ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କ ମୃତ ଦେହ ଯବତ କରିବା ସହ ପ୍ରାଥମିକ ତଦନ୍ତ ଆରମ୍ଭ କରିଛି । ଏଭଳି ଘଟଣା ଘଟିଛି କାମାକ୍ଷାନଗର ଥାନା ଅଞ୍ଚଳରେ । ସୂଚନାନୁସାରେ, ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅଧିନରେ ଥିବା ରଙ୍ଗମାଟିଆ ଗାଁରେ ଥିବା ଅଙ୍ଗନବାଡି କେନ୍ଦ୍ରର ପଛପାଖରେ ଥିବା ଏକ ଶାଗୁଆନ ଗଛରେ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତ ଅବସ୍ଥା ଦେଖି ସ୍ଥାନୀୟ ପୁଲିସ୍ ଖବର ଦେଇଥିଲେ ସ୍ଥାନୀୟ ଲୋକ । ଖବର ପାଇ ପୁଲିସ୍ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଝୁଲନ୍ତା ଯୁବକର ମୃତ ଦେହ ଉଦ୍ଧାର କରି ଲୋକତାଡ଼ ଆରମ୍ଭ କରିଛି । ହେଲେ ଯୁବକର ପରିଚୟ ମିଳିପାରି ନାହିଁ । ତେବେ ଯୁବକର ଶବ ବେବଚ୍ଛେଦ ରିପୋର୍ଟ ଆସିଲା ପରେ ଏହା ହତ୍ୟା କି ଆତ୍ମହତ୍ୟା ହୋଇଛି ତାର ସତ୍ୟାସତ୍ୟ ଜଣାପଡିବ ବୋଲି ସ୍ଥାନୀୟ ଲୋକମାନେ ଆଶା କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!