Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିଖୋଜ ପାଞ୍ଚ ଦିନ ପରେ ମିଳିଲା ଛାତ୍ରଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
November 14, 2023
in Crime, State
ନିଖୋଜ ପାଞ୍ଚ ଦିନ ପରେ ମିଳିଲା ଛାତ୍ରଙ୍କ ମୃତଦେହ
93
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ମିଳିଲା ମୃତଦେହ । ପାଞ୍ଚ ଦିନ ଧରି ନିଖୋଜ ଥିବା ଛାତ୍ରଙ୍କ ମୃତଦେହ ଠାବ ହୋଇଛି । କଟକ ଜିଲ୍ଲା ଗୋପାଳପୁର ନିକଟ କାଠଯୋଡି ପୋଲ ତଳୁ ମିଳିଛି ମୃତଦେହ । ପୋଲିସ ଆରମ୍ଭ କରିଛି ତଦନ୍ତ । ପାଞ୍ଚ ଦିନ ହେବ ଛାତ୍ର ଜଣଙ୍କ ନିଖୋଜ ଥିଲେ । ଏନେଇ ମଧୁପାଟଣା ଥାନାରେ ଏତଲା ଦିଆଯାଇଥିଲା । ପୋଲିସ ନିଖୋଜ ଛାତ୍ରଙ୍କ ଠାବ ପାଇଁ ବିଭିନ୍ନ ସ୍ଥାନରେ ଚଢାଉ କରିଥିଲା । କିନ୍ତୁ ତାପରେ ବି ପତ୍ତା ମିଳିନଥିଲା । ଶେଷରେ ଗୋପାଳପୁର ନିକଟ କାଠଯୋଡି ପୋଲ ତଳୁ ନିଖୋଜ ଛାତ୍ରଙ୍କ ମୃତଦେହ ଠାବ ହୋଇଛି । ଏହାପରେ ତୁରନ୍ତ ମଧୁପାଟଣା ଥାନାକୁ ଖବର ଦିଆଯାଇଥିଲା । ସେପଟେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତ ଛାତ୍ର ଜଣଙ୍କ କଟକ କଲ୍ୟାଣନଗରର । ସେ ଦଶମ ଶ୍ରେଣୀରେ ଛାତ୍ର ଥିଲେ । ଛାତ୍ରଙ୍କ ମୃତଦେହରେ କ୍ଷତବିକ୍ଷତ ଚିହ୍ନ ରହିଥିବା ସୂଚନା ମିଳିଛି ।ତେବେ ଛାତ୍ରଙ୍କୁ ହତ୍ୟା କରାଯାଉଛି ନା ଆଉ କିଛି । ତାହା ପୋଲିସର ତଦନ୍ତ ପରେ ହିଁ ସ୍ପଷ୍ଟ ହେବ ବୋଲି ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!