Sunday, May 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ତ୍ରୀର ଓଢ଼ଣୀରେ ଚାଲିଗଲା ସ୍ବାମୀର ଜୀବନ

by ସଞ୍ଜୟ ସ୍ୱାଇଁ
May 18, 2025
in State
ସ୍ତ୍ରୀର ଓଢ଼ଣୀରେ ଚାଲିଗଲା ସ୍ବାମୀର ଜୀବନ
9
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): କେନ୍ଦୁଝରରେ ସ୍ତ୍ରୀର ଓଢ଼ଣୀକୁ ବେକରେ ଫାସ ଲଗାଇ ସ୍ୱାମୀ ଆତ୍ମହତ୍ୟା କରିଛନ୍ତି । ରବିବାର ଦିନ ପ୍ରାୟ ୧୦ଟା ସମୟରେ ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ସହରର ଧୋବାଡିହା ମାଝିସାହିରେ । କେନ୍ଦୁଝର ରାଜନଗର ଅଞ୍ଚଳର ସୌମ୍ୟରଞ୍ଜନ ବେହେରା ମୁଖ୍ୟ ଚିକିତ୍ସାଳୟରେ ସିକ୍ୟୁରିଟି ଭାବରେ କାମ କରୁଥିବା ବେଳେ ଏହି ମାଝିସାହିରେ ଘରଭଡା ନେଇ ସପରିବାରେ ରହୁଥିଲେ । ସୂଚନାଯୋଗ୍ୟ ଯେ, ରବିବାର ସକାଳେ ସୌମ୍ୟ ଡ୍ୟୁଟିରୁ ଫେରିବା ପରେ ନିଜ ରୁମ୍କୁ ଯାଇ କିଛି ସମୟ ପରେ ପୁଅକୁ ବାଏ କହିଥିଲେ I ଏହା ଶୁଣି ତାଙ୍କ ସ୍ତ୍ରୀ କାହିକି ସୌମ୍ୟ ବାଏ କହିଲେ ଭାବି ରୁମ୍ ଭିତରକୁ ଯାଇଥିଲେ I ସେତେବେଳକୁ ସୌମ୍ୟ ତାଙ୍କ ଓଢଣୀକୁ ଘରର ଲୁହା ଶେଣୀରେ ଫାସ ଲଗାଇ ଝୁଲି ସାରିଥିଲେ । ସେ ସଙ୍ଗେ ସଙ୍ଗେ ପାଟି କରି ସାହି ପଡ଼ିଶାଙ୍କୁ ଡାକିଥିଲେ । ହେଲେ ସେତେବେଳକୁ ସବୁ ଶେଷ ହୋଇ ସାରିଥିଲା । ଖବର ପାଇ ଟାଉନ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ମୃତ୍ୟୁର କାରଣ ଖୋଜୁଛି ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!