Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲକଡାଉନରେ ଡକାୟତି ଯୋଜନା ପଣ୍ଡ, ବିଭିନ୍ନ ମାରଣାସ୍ତ୍ର ଜବତ

by ସଞ୍ଜୟ ସ୍ୱାଇଁ
May 31, 2021
in Crime, State
ଲକଡାଉନରେ ଡକାୟତି ଯୋଜନା ପଣ୍ଡ, ବିଭିନ୍ନ ମାରଣାସ୍ତ୍ର ଜବତ
562
VIEWS
Share on FacebookShare on Twitter

ସାନଖେମୁଣ୍ଡି (ବାଘୁଆବାର୍ତ୍ତା): ଗଞ୍ଜାମ ଜିଲ୍ଲା ଆସିକା ପୋଲିସ ଦ୍ବାରା ଚାରି ଜଣ ଯୁବକ ଗିରଫ । ଗିରଫ ଯୁବକମାନଙ୍କ ଠାରୁ ମାଉଜର, ଖଣ୍ଡା, କାତି, ବୋମା ଓ ଦୁଇଟି ମୋଟରସାଇକେଲ ଜବତ ହୋଇଛି । ଦାଶନାପଲି ବିଶ୍ରାମଗାରରେ ଡକାୟତି ପାଇଁ ଯୋଜନା କରିବା ବେଳେ ପୋଲିସ ସେମାନଙ୍କୁ ଗିରଫ କରିଛି । ସମସ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ଜଣେ ଫେରାର ହୋଇଯାଇଥିବା ସୂଚନା ଦେଇଛନ୍ତି ଆସିକା ଏସଡିପିଓ ଉମା ଶଙ୍କର ସିଂ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!