Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଳା ପଲ୍‌ସର୍ ଆତଙ୍କ, ମହିଳାଙ୍କ ଉପସ୍ଥିତ ବୁଦ୍ଧି ଲାଗି ବିଫଳ ହେଲା ସୁନା ଚେନ୍ ଲୁଟ୍

by ସଞ୍ଜୟ ସ୍ୱାଇଁ
April 22, 2024
in Crime, State
କଳା ପଲ୍‌ସର୍ ଆତଙ୍କ, ମହିଳାଙ୍କ ଉପସ୍ଥିତ ବୁଦ୍ଧି ଲାଗି ବିଫଳ ହେଲା ସୁନା ଚେନ୍ ଲୁଟ୍
111
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ଜାତୀୟ ରାଜପଥରେ କଳା ପଲ୍‌ସର୍ ଆତଙ୍କ। ଗୁଳିମାଡ କରି ମହିଳାଙ୍କ ବେକରୁ ସୁନା ଚେନ ଲୁଟ ଉଦ୍ୟମ କରାଯାଇଛି। ଘଟଣାଟି ଘଟିଛି ୫୭ନ ଜାତୀୟ ରାଜପଥ ଖୋର୍ଦ୍ଧା ଜିଲ୍ଲା ବାଘମାରି ବାଙ୍କୀ ରାସ୍ତାରେ। ମିଳିଥିବା ସୂଚନା ଅନୁସାରେ ତପସ୍ଵିନୀ ବିଶ୍ଵାଳ ତାଙ୍କ ସ୍ଵାମୀ ଏବଂ ପିଲାଙ୍କ ସହ ବାଙ୍କୀରୁ ସାରୁଅ ବାଇକ୍ ଯୋଗେ ଆସୁଥିବା ବେଳେ ଦୁଇ ଜଣ ଦୁବୃର୍ତ୍ତ ଗୁଳିମାଡ କରି ତପସ୍ଵିନୀଙ୍କ ବେକରୁ ସୁନା ଚେନ ଝାମ୍ପି ନେବାକୁ ଉଦ୍ୟମ କରିଥିଲେ। ମହିଳାଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ପାଟି କରିବାରୁ ଦୁବୃର୍ତ୍ତ ଖସି ପଳାଇଥିଲେ। ତେବେ ଗୁଳିମାଡରେ ଦମ୍ପତିଙ୍କର କିଛି କ୍ଷତି ହୋଇନଥିବା ଜଣାପଡିଥିବା ବେଳେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ କରିବା ସହ ଗୁଳି ଖୋକା ଜବତ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!