Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଧୁକ ଦେଖାଇ ଶିକ୍ଷୟିତ୍ରୀଙ୍କ ଘରୁ ଲୁଟି ନେଲେ ୭ ଲକ୍ଷ

by ସଞ୍ଜୟ ସ୍ୱାଇଁ
May 15, 2024
in Crime, State
ବନ୍ଧୁକ ଦେଖାଇ ଶିକ୍ଷୟିତ୍ରୀଙ୍କ ଘରୁ ଲୁଟି ନେଲେ ୭ ଲକ୍ଷ
107
VIEWS
Share on FacebookShare on Twitter

ନବରଙ୍ଗପୁର, (ବାଘୁଆବାର୍ତ୍ତା): ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କା ଓ ସୁନା ଗହଣା ଲୁଟ୍ ଅଭିଯୋଗ । ନବରଙ୍ଗପୁର ଜିଲ୍ଲା ସଦର ଥାନା ଅନ୍ତର୍ଗତ ଡଙ୍ଗରଭେଜା ଗାଁର ବ୍ୟବସାୟୀ ସୁନୀଲ ସାହୁଙ୍କ ଘରେ ଭଡାରେ ରହୁଥିବା ଶିକ୍ଷୟତ୍ରୀଙ୍କ ଘରେ ପଶି ଡକାୟତି । ଅଭିଯୋଗ ଅନୁସାରେ, ଗତକାଲି ମଧ୍ୟ ରାତ୍ରିରେ ଆଠ ଜଣ ମୁଖା ପିନ୍ଧା ଦୁର୍ବୃତ ତାଲା ଭାଙ୍ଗି ଶିକ୍ଷୟତ୍ରୀଙ୍କ ଘରେ ପସିଥିଲେ । ଘରେ ଥିବା ଶିକ୍ଷୟତ୍ରୀ ତାଙ୍କ ସ୍ୱାମୀ ଓ ଛୋଟ ଛୁଆ ମୁଣ୍ଡରେ ବନ୍ଧୁକ ଲଗାଇ ଧମକାଇବା ସହ ଘରେ ଯାହା ଅଛି ଦେବାକୁ କହିଥିଲେ । କେବଳ ସେତିକି ନୁହେଁ ବ୍ୟବସାୟୀ ସୁନୀଲ ସାହୁଙ୍କ ରୁମ୍ କେଉଁଟା ବୋଲି ମଧ୍ୟ ପଚାରିଥିଲେ । ଘରୁ ସମସ୍ତ ଟଙ୍କା ଓ ସୁନା ଗହଣା ଲୁଟି ଫେରାର ହୋଇ ଯାଇଥିଲେ । ଏନେଇ ଡଙ୍ଗରଭେଜା ଫାଣ୍ଡିରେ ଅଭିଯୋଗ ହେବା ସହ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଆନୁମାନିକ ୭ ଲକ୍ଷ ଟଙ୍କାର ସମ୍ପତ୍ତି ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!