Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦିନ ଦ୍ୱିପ୍ରହରରେ ଡାକ୍ତରଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
July 3, 2023
in Crime, State
ଦିନ ଦ୍ୱିପ୍ରହରରେ ଡାକ୍ତରଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ
193
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀରେ ବଡ ଧରଣର ଲୁଟ୍। ଦିନ ଦ୍ୱିପ୍ରହରରେ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ। ମାତ୍ର ୪୫ ମିନିଟ୍‌ରେ ଡାକ୍ତରଙ୍କ ଘରୁ ଲୁଟି ନେଲେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଓ ମୂଲ୍ୟବାନ ସାମଗ୍ରୀ। ଘଟଣା ସ୍ଥଳରେ ସ୍ଥାନୀୟ ପୁଲିସ୍ ଏବଂ ସାଇଣ୍ଟିଫିକ ଟିମ୍ ତଦନ୍ତ ଆରମ୍ଭ କରିଛି।

ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ଥାନା ଅଧୀନ ନୀଳାଦ୍ରିବିହାରରେ ରହୁଥିବା ଜଣେ ଅବସର ପ୍ରାପ୍ତ ଡାକ୍ତରଙ୍କ ଅପରି ଲୁଟ ହୋଇଥିବା ଜଣାପଡ଼ିଛି। ଏନେଇ ଡାକ୍ତର ଶରତ କୁମାର ପାଇକରାୟ ସ୍ଥାନୀୟ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ଚନ୍ଦ୍ରଶେଖରପୁର ପୁଲିସ୍ ସମସ୍ତ ସିସିଟିଭି ଫୁଟେଜ୍ ଯାଞ୍ଚ କରିବା ସହ ତଦନ୍ତ ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!