Monday, July 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡାକ୍ତର ରହୁନଥିବାରୁ ଧାରଣାରେ ବସିଲେ ଗ୍ରାମବାସୀ

by ସଞ୍ଜୟ ସ୍ୱାଇଁ
December 21, 2019
in Health, Nayagarh
ଡାକ୍ତର ରହୁନଥିବାରୁ ଧାରଣାରେ ବସିଲେ ଗ୍ରାମବାସୀ
25
VIEWS
Share on FacebookShare on Twitter

ଅବ୍ୟବସ୍ଥାରେ ବଡ଼ପଣ୍ଡୁସର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

ନୟାଗଡ଼, (ବାଘୁଆବାର୍ତ୍ତା) : ବଡ଼ପଣ୍ଡୁସର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ୯ଜଣ ଡାକ୍ତରଙ୍କ ଆବଶ୍ୟକତା ରହିଥିବା ବେଳେ ସରକାରଙ୍କ ତରଫରୁ ୫ ଜଣ ଡାକ୍ତର ନିଯୁକ୍ତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩ଜଣ ଡାକ୍ତର ନିୟମିତ ଆସୁନଥିବା ବେଳେ ଡାକ୍ତରଖାନା ଦାୟିତ୍ୱରେ ଥିବା ଡା. ଆଶୁତୋଷ ପଟ୍ଟନାୟକ ସଦାସର୍ବଦା ଅନୁପସ୍ଥିତ ରହୁଥିବାରୁ କୈାଣସି ସରକାରୀ କାର୍ଯ୍ୟ ହୋଇପାରୁନାହିଁ । ଲୋକେ ଜନ୍ମ ପ୍ରମାଣପତ୍ର ପାଇଁ ବାରମ୍ବାର ଦୈଡ଼ି ନିରାଶ ହେଉଛନ୍ତି । ଏପରିକି ସରକାରୀ ମାଗଣା ଔଷଧକୁ ଡାକ୍ତରଖାନା ପଛପଟେ ପୋଡ଼ି ଦିଆ ଯାଇଥିବା ଦେଖିବାକୁ ମିଳିଛି । ଏଠାରେ ମାତ୍ର ଜଣେ ଠିକା ଡାକ୍ତର ଏବଂ ଆୟୁଷ ଡାକ୍ତର ନିୟମିତ ରୋଗୀ ଦେଖି ଫେରି ଯାଉଥିବା ବେଳେ ଦିନ ୧୨ଟା ପରଠାରୁ ଡାକ୍ତରଖାନା ଫାଙ୍କା ପଡ଼ୁଛି । ବଡ଼ପଣ୍ଡୁସର ଗ୍ରାମର ଶତାଧିକ ମହିଳା ଓ ପୁରୁଷ ଦିନ ୧୦ ଘଟିକାରୁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଘେରାଉ କରିବା ସହ ଡାକ୍ତରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି । ଦୀର୍ଘ ତିନିଘଣ୍ଟା ପରେ ଅତିରିକ୍ତ ସ୍ୱାସ୍ଥ୍ୟ ଅଧିକାରୀ ଡା. ସୁରେଶ ମିଶ୍ର ଘଟଣାସ୍ଥଳରେ ପହଂଚି ଉତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!