Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦଲାଲ୍ କବଳରୁ ଧାନ ଟ୍ରକ ଜବତ

by ସଞ୍ଜୟ ସ୍ୱାଇଁ
December 20, 2019
in Crime
ଦଲାଲ୍ କବଳରୁ ଧାନ ଟ୍ରକ ଜବତ
20
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଥାନା ଅନ୍ତର୍ଗତ ବୋଦସା ଗ୍ରାମରୁ ଆଜି ଦଲାଲ୍ ଧାନ ଚାଲାଣ କରୁଥିବା ନେଇ ଖବର ପାଇ ଜିଲ୍ଲା ଯୋଗାଣ ଅଧିକାରୀ ଚଢ଼ାଉ କରି ଧାନ ଟ୍ରକକୁ ଜବତ କରିଛନ୍ତି । ମିଳିଥିବା ସୂଚନାନୁସାରେ, ବସନ୍ତ କୁମାର ମହାନ୍ତି ନାମକ ଜଣେ ବ୍ୟକ୍ତି ବୋଦସା ଗ୍ରାମର ଚାଷୀମାନଙ୍କଠାରୁ କମ ଟଙ୍କାରେ ଧାନ କିଣି ଚାଲଣ କରୁଥିବ ବେଳେ ଧରାପଡ଼ିଛନ୍ତି । ତାଙ୍କ ନିକଟରୁ ଧାନ ଟ୍ରକକୁ ଜବତ କରାଯାଇଛି । ଜବତ ଟ୍ରକରେ ୬୭ ବସ୍ତା ତଥା ୪୯ କ୍ୱିଣ୍ଟାଲ ୨୯ କେଜି ଧାନ ରହିଥିବା ଯୋଗାଣ ଅଧିକାରୀ ଦେବବ୍ରତ ଜେନାଙ୍କ ସୂଚନା ଦେଇଛନ୍ତି । ଏହି ଚଢ଼ାଉରେ ଅତିରିକ୍ତ ଯୋଗାଣ ଅଧିକାରୀ ଜୟନ୍ତ ଦାଶ ଏବଂ ଯୋଗାଣ ନିରିକ୍ଷକ ମଧ୍ୟ ସାମିଲି ଥିବା ଜଣାପଡ଼ିଛି । ଧାନକୁ ଗୋବିନ୍ଦପୁର କାଉଁରି ମିଲରେ ରଖା ଯାଇଥିବା ବେଳେ ଜବତ ଟ୍ରକକୁ ଖଣ୍ଡପଡ଼ା ଥାନାରେ ରଖା ଯାଇଥିବା ଜଣାପଡ଼ିଛି ।

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!