Thursday, September 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ବୃତ୍ତଙ୍କ ଟଣାଓଟରାରେ ଚଳନ୍ତା ସ୍କୁଟିରୁ ପଡିଲେ ଦମ୍ପତି

by ସଞ୍ଜୟ ସ୍ୱାଇଁ
March 15, 2025
in Crime, State
ଦୁର୍ବୃତ୍ତଙ୍କ ଟଣାଓଟରାରେ ଚଳନ୍ତା ସ୍କୁଟିରୁ ପଡିଲେ ଦମ୍ପତି
25
VIEWS
Share on FacebookShare on Twitter

ବୈଶିଙ୍ଗା, (ବାଘୁଆବାର୍ତ୍ତା): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ୧୮ ନଂ ଜାତୀୟ ରାଜପଥର ହାତୀଝୁରି ଛକରେ ସ୍ପଷ୍ଟ ଦିବାଲୋକରେ ଛିନତାଇ ହୋଇଛି। ଏହି ଘଟଣାରେ ଦୁର୍ବୃତ୍ତଙ୍କ ଆକ୍ରମଣରେ ଉଭୟ ସ୍ତ୍ରୀ-ସାମୀ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି। ସୂଚନାମୁତାବକ ବାଲେଶ୍ୱର ସହରର କୋଇଲିସାହି ଅଞ୍ଚଳର ରବୀନ୍ଦ୍ର ଦାସ ତାଙ୍କ ସ୍ତ୍ରୀ ରଞ୍ଜିତାଙ୍କ ସହ ଏକ ସ୍କୁଟିରେ ବାରିପଦା ଯାଉଥିଲେ। ତେବେ ହାତୀଝୁରି ଛକ ନିକଟରେ ହଠାତ୍ ପଛପଟୁ ଦୃତ ଗତିରେ ପଲସର୍ ବାଇକ ଯୋଗେ ଜଣେ ଯୁବକ ଆସି ଟଣାଓଟରା କରିବା ଫଳରେ ସ୍ତ୍ରୀ- ସ୍ବାମୀ ରାସ୍ତା ଉପରେ ଚଳନ୍ତା ସ୍କୁଟିରୁ ପଡ଼ି ଯାଇଥିଲେ। ଏହି ସୁଯୋଗରେ ଅଚିହ୍ନା ଦୁର୍ବୃତ୍ତ ଜଣକ ସେମାନଙ୍କଠାରୁ ଦାମି ସ୍ମାର୍ଟ ଫୋନଟିକୁ ଛଡ଼ାଇ ନେଇ ଚମ୍ପଟ ମାରିଥିବା ଅଭିଯୋଗ ହୋଇଛି। ଗୁରୁତର ଦମ୍ପତିଙ୍କୁ ସ୍ଥାନୀୟ ଲୋକମାନଙ୍କ ସହଯୋଗରେ ନିକଟସ୍ଥ ବୈଶିଙ୍ଗା ଡାକ୍ତରଖାନାକୁ ନିଆଯାଇଥିଲା। ଏତଲାକ୍ରମେ ବୈଶିଙ୍ଗା ପୋଲିସ ପକ୍ଷରୁ ୧୦୩ ନଂ ରେ ଏକ କେସ୍ ରୁଜୁ କରାଯାଇ ଏଏସଆଇ ସୁବ୍ରତ ସାହୁଙ୍କ ତତ୍ତ୍ବବଧାନରେ ତଦନ୍ତ ଆରମ୍ଭ ହୋଇଥିବା ବେଳେ ଏପର୍ଯ୍ୟନ୍ତ ପୋଲିସକୁ ଅପରାଧୀ ସମ୍ପର୍କର କୈାଣସି ସୁରାକ ମିଳିପାରିନାହିଁ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!