Tuesday, July 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦଶପଲ୍ଲା ହତ୍ୟା ଘଟଣାର ଖୋଲିଲା ରହସ୍ୟ

by ସଞ୍ଜୟ ସ୍ୱାଇଁ
April 19, 2020
in Crime
ଦଶପଲ୍ଲା ହତ୍ୟା ଘଟଣାର ଖୋଲିଲା ରହସ୍ୟ
30
VIEWS
Share on FacebookShare on Twitter

ଘଟଣାର ରହସ୍ୟ ଖୋଲିଛି । ବୃଦ୍ଧ ମାୟାଧରଙ୍କୁ ହନୁମାନ ପଇସା ପାଇଁ ହତ୍ୟା କରାଯାଇଥିବା ଜଣାପଡ଼ିଥିବା ବେଳେ ପୁଲିସ ଅଭିଯୁକ୍ତ ଦଶପଲ୍ଲା ବ୍ଲକ୍ଅନ୍ତର୍ଗତ ଦିଣ୍ଡଭୁଇଁ ଗ୍ରାମର ଶ୍ୟାମ ସୁନ୍ଦର ଚୈାଧୁରୀକୁ ଗିରଫ କରିବା ସହ କୋର୍ଟ ଚାଲାଣ କରିଛି । ସେଦିନ ପୂର୍ବାହ୍ନ ପ୍ରାୟ ୧୦ଟା ବେଳେ ଶ୍ୟାମ ତାଙ୍କ ଘରକୁ ଯାଇ, ହନୁମାନ ପଇସା ଦେବା ପାଇଁ ମାୟାଧରଙ୍କ ସହ ଯୁକ୍ତି ତର୍କ କରିଥିଲା । ଏନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇ କ୍ରମେ ତାହା ଉଗ୍ରରୂପ ଧାରଣ କରିବାରୁ ଶ୍ୟାମ ତା ସାଥୀରେ ନେଇଥିବା ଧାରୁଆ ଟାଙ୍ଗିଆରେ ମାୟାଧର ମୁଣ୍ଡକୁ ଆଘାତ କରି ହତ୍ୟା କରିଥିବା ଦଶପଲ୍ଲା ଥାନା ଅଧିକାରୀ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!