Tuesday, July 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦଶପଲ୍ଲାରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୬ କ୍ୟାବିନ

by ସଞ୍ଜୟ ସ୍ୱାଇଁ
March 7, 2021
in Nayagarh
ଦଶପଲ୍ଲାରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୬ କ୍ୟାବିନ
570
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଦଶପଲ୍ଲା ଡାକ୍ତରଖାନା ଛକରେ ଥିବା ଲକ୍ଷ୍ମୀବଜାରରେ ଘଟିଥିବା ଏହି ଅଗ୍ନିକାଣ୍ଡରେ ୬ଟି ଦୋକାନ ଜଳି ପୋଡ଼ି ଛାରଖାର ହୋଇଯାଇଛି । ସୂଚନାନୁସାରେ, ରବିବାର ଅପରାହ୍ନରେ ରଞ୍ଜନ ବାରିକଙ୍କ ସେଲୁନରୁ ନିଆଁ ଉଠିଥିଲା । ନିଆଁ ପ୍ରଖର ବେଗରେ ଆଖପାଖରେ ଥିବା ଉହାନ ଖାଁଙ୍କ ଫାଷ୍ଠଫୁଡର ଦୋକାନ, ଜିତେନ୍ ସାହୁଙ୍କ ସ୍ନାସ୍କ ଦୋକାନ, କେଦାର ବାରିକଙ୍କ ସେଲୁନ, ନବୀନ ଦେଓଙ୍କ ସ୍ନାସ୍କ, ପ୍ରମୋଦ ବେହେରାଙ୍କ ଫଳ ଦୋକାନକୁ ଗ୍ରାସ କରି ଦେଇଥିଲା । ନିଆଁର କରାଳ ଋପ ଦେଖି ଦୋକାନୀମାନେ ଭୟଭୀତ ହୋଇପଡ଼ିଥିବା ବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତିକୁ ଉଦ୍ଧାର କରି ପାରିନଥିଲେ । ଖବରପାଇ ଦଶପଲ୍ଲା ଅଗ୍ନିଶମ ବିଭାଗ ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇଥିବା ଜଣାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!