Saturday, September 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦଶପଲ୍ଲାରେ ଜନଶୁଣାଣି, ୪୭ ମାମଲା ତତ୍କାଳ ସମାଧାନ

by ସଞ୍ଜୟ ସ୍ୱାଇଁ
June 23, 2025
in Nayagarh
ଦଶପଲ୍ଲାରେ ଜନଶୁଣାଣି, ୪୭ ମାମଲା ତତ୍କାଳ ସମାଧାନ
31
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକରେ ଆଜି ଜିଲ୍ଲାପାଳଙ୍କ ଜନଶୁଣାଣି ଶିିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ ଏସ୍ ସୁଶ୍ରୀ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାର, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଶାନ୍ତ କୁମାର ଦାଶ ପ୍ରମୂଖ ଉପସ୍ଥିତ ରହିଥିଲେ । ଏହି ଅଭିଯୋଗ ଶୁଣାଣି ଶିବିରରେ ମୋଟ ୧୪୫ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ୧୩୫ଟି, ଗ୍ରାମ୍ୟ ସମସ୍ୟା ୯ଟି ଏବଂ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ସମ୍ବଦ୍ଧୀୟ ୧ଟି ଅଭିଯୋଗ ରହିଥିଲା । ୪୭ ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା । ଦଶପଲ୍ଲା ବିଡିଓ ଓ ଅନ୍ୟ ସରକାରୀ କର୍ମଚାରୀମାନେ ସାମିଲ ହୋଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!