Monday, March 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଜଣା ବୃଦ୍ଧଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
May 30, 2025
in Crime, Nayagarh, State
ଅଜଣା ବୃଦ୍ଧଙ୍କ ମୃତଦେହ ଉଦ୍ଧାର
46
VIEWS
Share on FacebookShare on Twitter

ଦଶପଲ୍ଲା,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ୍ ଟାକରା ଗ୍ରାମପଞ୍ଚାୟତ ବୁଗୁଡା କଲେଜ ସାମ୍ନା ବିଶ୍ରାମାଗାର ଗୃହରେ ଆଜି ଜଣେ ଅପରିଚିତ ବୃଦ୍ଧଙ୍କ ମୃତଦେହ ପଡିଥିବା ଦେଖିବାକୁ ମିଳିଛି । ଆଜି ସକାଳ ସମୟରେ ଟିପିସିଓଡିଏଲ୍ କଲେକ୍ଟନ୍ ଏଜେଣ୍ଟ ସନ୍ତୋଷ କୁମାର ତ୍ରୀପାଠି ମୃତଦେହ ଦେଖି ଗାଁ ଛକରେ କହିଥିଲେ । ଏହାପରେ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ଦେଖିଥିଲେ । ଘଟଣା ପ୍ରକାଶ ଥାଉକି ଏହି ବୃଦ୍ଧ ବ୍ୟକ୍ତି ଜଣକ ଗତ କିଛିଦିନ ଧରି ଏହି ଅଞ୍ଚଳରୁ ମାଗିଯାଚି ଖାଇ ବିଶ୍ରାମାଗାର ଗୃହରେ ରହୁଥିଲେ। ଘଟଣାସ୍ଥଳରେ ଦଶପଲ୍ଲା ପୁଲିସ ପହଞ୍ଚି ଘଟଣାର ତଦନ୍ତ ଜାରୀ ରଖିଛନ୍ତି ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!