Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪୫ ଲିଟର ଦେଶୀ ମଦ ଜବତ, ଦୁଇ ଗିରଫ

by ସଞ୍ଜୟ ସ୍ୱାଇଁ
November 22, 2023
in Crime, Nayagarh, State
୪୫ ଲିଟର ଦେଶୀ ମଦ ଜବତ, ଦୁଇ ଗିରଫ
198
VIEWS
Share on FacebookShare on Twitter

ଦଶପଲ୍ଲା, (ବାଘୁଆବାର୍ତ୍ତା): ସୁପରିଟେଣ୍ଡେଣ୍ଟଙ୍କ ନିର୍ଦ୍ଦେଶ କ୍ରମେ ଦଶପଲ୍ଲା ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ବୁଧବାର ଦିନ ରାଇମଡା ଓ ସିଲିଗାଡି ଗ୍ରାମରୁ ୪୫ ଲିଟର ଦେଶୀ ମଦ ଜବତ କରାଯିବା ସହିତ ଘଟଣାରେ ଦୁଇ ଜଣଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି l ଗିରଫ୍ ବ୍ୟକ୍ତି ରାଇମଡା ଗ୍ରାମର କବିରାଜ ନାଏକଙ୍କ ଠାରୁ ୩୦ ଲିଟର ଓ ସିଲିଗାଡି ଗ୍ରାମର ପ୍ରଶାନ୍ତ ବେହେରାଙ୍କ ଠାରୁ ୧୫ ଲିଟର ବୋଲି ଜଣାପଡ଼ିଛି l ଚଢାଉରେ ଅବକାରୀ ଥାନା ଅଧିକାରୀ ଭବାନୀ ଶଙ୍କର ବେହେରା, କନେଷ୍ଟବଲ ବିକାଶ କୁମାର ଜେନା, ଚିତ୍ତରଞ୍ଜନ ପାଇକରାୟ ଓ ଲକ୍ଷ୍ମୀ ମହାରଣା ପ୍ରମୂଖ ସାମିଲ ହୋଇଥିଲେ l

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!