Sunday, July 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

by ସଞ୍ଜୟ ସ୍ୱାଇଁ
April 16, 2026
in Nayagarh
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା
149
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଚଳିତ ବର୍ଷର କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି । ଏଥିରେ ଡ଼ି .ଏ .ଭି ପବ୍ଲିକ୍ ସ୍କୁଲ୍, ନୟାଗଡ଼ର ଛାତ୍ରଛାତ୍ରୀ ମାନେ ଅଭୂତପୂର୍ବ ସଫଳତା ଲାଭ କରିଛନ୍ତି। ସୁଶ୍ରୀ ଲିପ୍ସା ଭାରତୀ ପ୍ରଥମ ସ୍ଥାନ (୯୭.୬ %)ହାସଲ କରି ବିଦ୍ୟାଳୟର ସୁନାମ ଆଣିଛନ୍ତି। ଶ୍ରୀମାନ ଏନ୍ ସାଇ ପ୍ରସାଦ ୯୭.୨ % ରଖି ଦ୍ଵିତୀୟ ଓ ସୁଶ୍ରୀ ଶେଫାଳି ପ୍ରଧାନ ୯୭ % ରଖି ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଚଳତବର୍ଷ ସମୁଦାୟ ୩୦ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୮ ଜଣ ୯୦% ରୁ ଅଧିକ ଓ ୨୨ ଜଣ ୬୦% ରୁ ଅଧିକ ନମ୍ବର ରଖି ପାସ୍ କରିଛନ୍ତି। ଏହି ସଫଳତା ପାଇଁ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ସରୋଜ କୁମାର ମିଶ୍ର ଛାତ୍ରଛାତ୍ରୀମାନଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି। ଏବଂ ଡ଼ି.ଏ.ଭି ପବ୍ଲିକ୍ ସ୍କୁଲ୍, ନୟାଗଡ଼ର ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନଙ୍କ ପରିଶ୍ରମ ଓ ପ୍ରେରଣା ପାଇଁ ସାଧୁବାଦ ଜଣାଇଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!