Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡିଏଭି ପବ୍ଲିକ୍ ସ୍କୁଲର ବାର୍ଷିକୋତ୍ସବ “କାରାଭିରେ’ ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
December 23, 2019
in Education
ଡିଏଭି ପବ୍ଲିକ୍ ସ୍କୁଲର ବାର୍ଷିକୋତ୍ସବ “କାରାଭିରେ’ ଅନୁଷ୍ଠିତ
31
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା ବ୍ୟୁରୋ): ସ୍ଥାନୀୟ ପଠାଣି ସାମନ୍ତ ଅଡିଟୋରିୟମ୍ ଠାରେ ନୟାଗଡ଼ ଡିଏଭି ପବ୍ଲିକ୍ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ବିଧାନଚନ୍ଦ୍ର ରାୟ ଯୋଗ ଦେଇଥିବା ବେଳେ ଡ. ଲଳିତ କୁମାର ପଟ୍ଟନାୟକ, ଡିଏଭି ପରିବାରର ଦିପେନ୍ କୁମାର ସାହୁ, ସ୍ୱତନ୍ତ୍ର ଅତିଥି ଭାବେ ହାସ୍ୟ, ବ୍ୟଙ୍ଗ କଳାକାର ରବିନ୍ଦ୍ର କୁମାର ରାଉତ, ସ୍କୁଲର ଅଧ୍ୟକ୍ଷା ସବିତା ପଣ୍ଡା ପ୍ରମୁଖ ଯୋଗଦେଇ ବାର୍ଷିକ ଉତ୍ସବକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ । ପ୍ରାରମ୍ଭରେ ଅତିଥିମାନଙ୍କ ଦ୍ୱାରା ପ୍ରଦୀପ ପ୍ରଜ୍ୱଳନ କରାଯାଇ ଜୟହୋ ଡିଏଭିର ସଙ୍ଗୀତ ଗାନ କରାଯାଇଥିଲା । ଅତିଥିମାନେ ଛାତ୍ରଛାତ୍ରୀମାନଙ୍କୁ ମୂଲ୍ୟଭିତ୍ତିକ ପରାମର୍ଶ ଦେବାସହ ଡିଏଭି ପବ୍ଲିକ୍ ସ୍କୁଲ ଯେପରି ଏକ ଶ୍ରେଷ୍ଠ ସ୍କୁଲ ଭାବେ ପରିଗଣିତ ହେବ ସେଥିପ୍ରତି ସମସ୍ତଙ୍କର ଚେଷ୍ଟା ଓ ପ୍ରଚେଷ୍ଟା ଆବଶ୍ୟକ ବୋଲି ଅତିଥିମାନେ ବକ୍ତବ୍ୟ ରଖିଥିଲେ । କୁନିକୁନି କଳାକର ଓ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା । ଡିଏଭିର ସମସ୍ତ କର୍ମକର୍ତ୍ତା, ଛାତ୍ରଛାତ୍ରୀ ଓ ଅଭିଭାବକ ଏହି ଉତ୍ସବରେ ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!