Thursday, April 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡିଏଭିର କରୋନା ସଚେତନତା

by Anil Panda
May 11, 2020
in Breaking
ଡିଏଭିର କରୋନା ସଚେତନତା
56
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଅଗ୍ରଣୀ ଶିକ୍ଷାନୁଷ୍ଠାନ ଡିଏଭି ପବ୍ଲିକ ସ୍କୁଲ ଆନୁକୁଲ୍ୟରେ ମହାମାରୀ କରୋନା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷା ଡ. ସବିତା ପଣ୍ଡାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ସଚେତନତା କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀମାନେ ସାମାଜିକ ଦୂରତା ଅବଲମ୍ବନ ପୂର୍ବକ ସାମିଲ ହୋଇଥିଲେ । ବୃଦ୍ଧାଶ୍ରମ, ପରିବା ହାଟ, ବାସହୀନ ଆଶ୍ରୟସ୍ଥଳୀ ଆଦି ସ୍ଥାନରେ ମାସ୍କ ଓ ସାଇନିଟାଇଜର ବଣ୍ଟନ କରାଯାଇଛି । ବିଭିନ୍ନ ସ୍ଥାନରେ ପଥପ୍ରାନ୍ତ ନାଟକ ମାଧ୍ୟମରେ ଜନସାଧାରଣଙ୍କୁ ସଚେତନ କରାଯାଇଛି । ସମାଜସେବୀ ଅରୁଣ ମହାନ୍ତି, ପ୍ରସନ୍ନ କୁମାର ବସନ୍ତିଆ, ଧିରେନ୍ଦ୍ର ପଟ୍ଟନାୟକ ପ୍ରମୂଖ ଉପସ୍ଥିତ ରହିଥିଲେ ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!