Thursday, July 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

by ସଞ୍ଜୟ ସ୍ୱାଇଁ
April 19, 2026
in Nayagarh
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ
47
VIEWS
Share on FacebookShare on Twitter

ନୟାଗଡ଼ , (ବାଘୁଆବାର୍ତ୍ତା): ନୟାଗଡ଼ ଡ଼ିଏଭି ପବ୍ଲିକ ସ୍କୁଲ ପରିସରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସହଯୋଗରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଡ଼ିଏଭି ଅଭିଯାନ ଓ ସ୍କୁଲ ସମୂହର ପ୍ରତିଷ୍ଠାତା ମହାତ୍ମା ହଂସରାଜଙ୍କ ଜନ୍ମତିଥି ଅବସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ନୀଳିମା ଲାକ୍ରା ଉଦ୍ଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସରୋଜ କୁମାର ମିଶ୍ର, ବହୁ ଅଭିଭାବକ, ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, କର୍ମଚାରୀ ଓ ଅନେକ ଶୁଭେଚ୍ଛୁ ବନ୍ଧୁ ମାନେ ଉପସ୍ଥିତ ରହି ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ। ଏଥିରେ ୪୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା। ସମସ୍ତଙ୍କ ସହଯୋଗ ଓ ଉପସ୍ଥିତି ଦ୍ୱାରା କାର୍ଯକ୍ରମଟି ସାଫଲ୍ୟ ମଣ୍ଡିତ ହୋଇଥିଲା।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!