Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡି.ଏ.ଭି. ପବ୍ଲିକ ସ୍କୁଲ ନୟାଗଡ଼ରେ ମାତୃ-ପିତୃ ପୂଜନ ଦିବସ ପାଳନ

by ସଞ୍ଜୟ ସ୍ୱାଇଁ
February 14, 2025
in Nayagarh, State
ଡି.ଏ.ଭି. ପବ୍ଲିକ ସ୍କୁଲ ନୟାଗଡ଼ରେ ମାତୃ-ପିତୃ ପୂଜନ ଦିବସ ପାଳନ
408
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଡି.ଏ.ଭି. ପବ୍ଲିକ ସ୍କୁଲ ରେ ମାତୃ-ପିତୃ ପୂଜନ ଦିବସ ପାଳନ ମହା ଆଡ଼ମ୍ବର ରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଶ୍ରୀ ଯୋଗ ବେଦାନ୍ତ ସେବା ସମିତି, ନୟାଗଡ଼ ଆନୁକୁଲ୍ୟରେ ଅନୁଷ୍ଠିତ ହୋଇଯାଇଛି । ଛାତ୍ରଛାତ୍ରୀଙ୍କ ମଧ୍ୟରେ ତାଙ୍କର ମାତା ପିତା ଓ ଗୁରୁଜନଙ୍କ ପ୍ରତି ଭକ୍ତି, ଶ୍ରଦ୍ଧା, ପ୍ରେମ ଓ ଆଦର ବୃଦ୍ଧି କରାଇବା ହେଉଛି ଏହାର ଉଦ୍ଦେଶ୍ୟ ।

ଏହି ଦିବସରେ ଅନେକ ଅଭିଭାବକ ଓ ଛାତ୍ରଛାତ୍ରୀ ମାନେ ଯୋଗଦାନ କରିଥିଲେ । ଛାତ୍ରଛାତ୍ରୀ ମାନେ ତାଙ୍କର ମାତା-ପିତା ଗୁରୁଙ୍କୁ ଭକ୍ତି ଓ ସମ୍ମାନ ଜଣାଇବା ସହ ପାଦସ୍ପର୍ଶ କରି ପ୍ରସାଦ ଦେଇ ଆଶୀର୍ବାଦ ଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଡି.ଏ.ଭି ସ୍କୁଲର ପ୍ରିନ୍‌ସପାଲ ସରୋଜ କୁମାର ମିଶ୍ର, ଶ୍ରୀ ଯୋଗ ବେଦାନ୍ତ ସେବା ସମିତି, ନୟାଗଡ଼ର ମାନସ ଭାଇ, ସପନ ଭାଇ, ଅନ୍ତର୍ଯ୍ୟାମୀ ଭାଇ ଓ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କ ସହଯୋଗରେ ସୁଚାରୁ ରୂପେ ପରିଚାଳନା କରାଯାଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!