Thursday, June 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୋ ସ୍ୱାମୀଙ୍କୁ ଝିଅ ଯୋଗଇଦେବାକୁ କହୁଥିଲେ ଡିସିପି

by ସଞ୍ଜୟ ସ୍ୱାଇଁ
April 5, 2021
in Feature News
ମୋ ସ୍ୱାମୀଙ୍କୁ ଝିଅ ଯୋଗଇଦେବାକୁ କହୁଥିଲେ ଡିସିପି
213
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ପୁଲିସ ବିଭାଗର ବରିଷ୍ଠ ଅଧିକାରୀ ତଳିଆ କର୍ମଚାରୀଙ୍କୁ ଝିଅ ଯୋଗାଇଦେବା ପାଇଁ ବାଧ୍ୟ କରୁଛନ୍ତି ଡିସିପି ବିଜୟ କୁମାର ସାହୁଙ୍କ ନାଁରେ ଆସିଛି ଏଭଳି ସଙ୍ଗୀନ ଅଭିଯୋଗ । ଅଭିଯୋଗ ଆଣିଛନ୍ତି ଜଣେ ସିପାହୀଙ୍କ ପତ୍ନୀ । ସେ ଅଭିଯୋଗ କରିଛନ୍ତି ଯେ, ଝିଅ ଯୋଗାଇବା ପାଇଁ ତାଙ୍କ ସ୍ୱାମୀଙ୍କୁ ବାଧ୍ୟ କରାଯାଉଥିଲା । ନମାନିବାରୁ ତାଙ୍କୁ ଟ୍ରାନ୍ସଫର କରିବା ସହ ଚାକିରିରୁ ବାହାର କରିବା ପାଇଁ ଧମକ ଦିଆଯାଉଥିଲା । ସିପାହୀ ନିହାର ରଂଜନ ନାୟକ ୩ ଦିନ ତଳେ ଫନାଇଲ ପିଇ ଆତ୍ମହତ୍ୟା ଉଦ୍ୟ କରିଥିଲେ । ଏବେ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ନିହାରଙ୍କ ପତ୍ନୀ, ଭଉଣୀ, ମା’ ଓ ପୁଅ ପୁଲିସ କମିଶନରଙ୍କୁ ଭେଟିଛନ୍ତି । ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସେମାନେ ଦାବି କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!