Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଖରୀରୁ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
October 14, 2021
in State
ପୋଖରୀରୁ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ
149
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ପୋଖରୀରୁ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ । ପୁରୀ ଜିଲ୍ଲା ଅନ୍ତର୍ଗତ ଗୋପ ଥାନା ଗଣେଶ୍ୱରପୁର ପଞ୍ଚାୟତ ଲୁଣଭାର ଗାଁ ପୋଖରରୀରେ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି । ପୋଖରରୀରେ ମୃତଦେହ ଭାସୁଥିବାର ଦେଖି ଗ୍ରାମବାସୀ ଗୋପ ପୋଲିସ କୁ ଖବର ଦେଇଥିଲେ ପୋଲିସ ଘଟଣା ସ୍ଥଳରେ ପହଁଚି ମୃତଦେହ ଜବତ କରିଛି । ମୃତ ଯୁବକ ଜଣକ ଗଣେଶ୍ୱର ପୁର ପଞ୍ଚାୟତ ନାଥ ସାହି ର ବୃନ୍ଦାବନ ନାଥ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ ନାଥ ସାହି ଗ୍ରାମର ମୃତ ବୃନ୍ଦାବନ ଜଣେ ଦିନ ମଜୁରିଆ ଭାବେ କାମକରୁଥିଲେ । ପ୍ରତେକ ଦିନ ପରି ଗତକାଲି କାମକୁ ଯାଇ ଆଉ ଘରକୁ ଫେରିନଥିଲେ । ଘର ଲୋକେ ରାତିସାରା ଖୋଜା ଖୋଜି କରି ନିରାଶ ହୋଇଥିଲେ। । ଆଜି ସକାଳୁ ମୃତ ଦେହ ଲୁଣଭାରଗ୍ରାମ ର ଏକ ପୋଖରୀରେ ଭାସୁ ଥିବାର ଦେଖି ବାକୁ ମିଳିଛି । ଏହା ଏକ ହତ୍ୟା ନାଁ ଆତ୍ମହତ୍ୟା । ଶବ ଵେବଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁ ର କାରଣ ସ୍ପଷ୍ଟ ହେବ ବୋଲି ଗୋପ ପୋଲିସ କହିଛି। । ଏହି ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!