Sunday, August 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମା ରତନେଇ ପାହାଡ଼ରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
March 15, 2021
in Crime
ଭାଟସାହିରେ ଜଣଙ୍କୁ ହତ୍ୟା
214
VIEWS
Share on FacebookShare on Twitter

ନୟାଗଡ,(ବାଘୁଆବାର୍ତ୍ତା);  ପାଟପୁର ଥାନା ଅନ୍ତର୍ଗତ ଏସ ଗୋପାଳପୁର ଗାଁ ନିକଟସ୍ଥ ମା ରତନେଇ ପାହାଡ଼ରେ ଜଣେ ଅଜଣା ମହିଳାଙ୍କ ମୃତଦେହ ଠାଵ ହୋଇଛି। ମୃତଦେହଟି ସଂପୂର୍ଣ୍ଣ ପୋଡ଼ି ହୋଇଯାଇଛି। ମୃତ ମହିଳାଙ୍କ ଶରୀର ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ତାଙ୍କ ଗୋଡ଼ରେ ହଳେ ପାଉଁଜି ଓ ପାଖରେ ଗୋଟିଏ ବ୍ୟାଗ୍‌ ସହ ଲୁଗା ପଡ଼ିଥିବାର ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ସ୍ଥାନୀୟ ଲୋକେ ତା’ପରେ ପାଟପୁର ପୁଲିସ୍‌କୁ ସୂଚନା ଦେଇଥିଲେ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପ୍ରାଥମିକ ତଦନ୍ତରୁ ଏହା ଏକ ହତ୍ୟା ବୋଲି ସନ୍ଦେହ କରାଯାଉଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!