Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କେନାଲରୁ ଉଦ୍ଧାର ହେଲା ବସ ଡ୍ରାଇଭରଙ୍କ ମୃତ ଦେହ

by ସଞ୍ଜୟ ସ୍ୱାଇଁ
April 30, 2024
in Crime, State
ଗାମୁଛା ଦେଇ ଆତ୍ମହତ୍ୟା କଲେ ୬୦ ବର୍ଷୀୟ ବୃଦ୍ଧ
100
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ସାଆନ୍ତାରାପୁର ଗାଁର ରେଙ୍ଗାଳି ବାମ କେନାଲରେ। ମୃତକଙ୍କ ନାଁ ହେଲା ଜ୍ଞାନ କୁମାର ଦାସ। ତାଙ୍କ ଘର ସାଆନ୍ତାରାପୁରରେ ବୋଲି ଜଣାପଡ଼ଇଛି। ଜ୍ଞାନ କୁମାର ଦାସ ପେଷା ରେ ଜଣେ ବସ ଡ୍ରାଇଭର। ସୋମବାର (ଗତକାଲି) ନିଜର ଡିୟୁଟି ସାରି ଜିରାଳ ରୁ ନିଜ ଘର ଫେରୁଥିବା ବେଳେ ରେଙ୍ଗାଳି ବାମ କେନାଲ ରେ କୌଣସି କାରଣ ରୁ ଖସି ପଡ଼ିଥିଲେ। ସନ୍ଧ୍ୟା ପର‌୍ୟ୍ୟନ୍ତ ସେ ଘରକୁ ନଆସିବାରୁ ଘର ଲୋକ ଖୋଜାଖୋଜି ଆରମ୍ଭ କରିଥିଲେ। ବହୁତ ଖୋଜିବା କରିବା ପରେ ଜ୍ଞାନକୁ କେନାଲ ରେ ପଡ଼ିଥିବାର ଦେଖିଥିଲେ। ଏନେଇ ପରିବାର ଲୋକଙ୍କ ଓ ସ୍ଥାନୀୟ ଲୋକଙ୍କ ସହାୟତା ରେ ତାଙ୍କୁ କେନାଲରୁ ଉଦ୍ଧାର କରିଥିଲେ। ସଙ୍ଗେ ସଙ୍ଗେ ପ୍ରଥମେ ଜିରାଳ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ କାମାକ୍ଷାନଗର ମେଡିକାଲ ରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଜ୍ଞାନଙ୍କ ଅସ୍ୱାଭାବିକ ମୃତ୍ୟୁକୁ ନେଇ ପରିବାର ଲୋକ ଅଂଶୁଘାତ ରେ ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ କରିଛନ୍ତି। ଅଧିକ ଗରମ ଯୋଗୁ ଜ୍ଞାନ ଚେତାଶୂନ୍ୟ ହୋଇ କେନାଲ ରେ ପଡ଼ି ଯାଇଥିବା ଅନୁମାନ କରୁଛନ୍ତି ପରିବାର ଲୋକେ। ତେବେ ପ୍ରକୃତ ସତ୍ୟ କ’ଣ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!