Tuesday, September 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଲରୁ ମିଳିଲା ସ୍ୱାମୀ-ସ୍ତ୍ରୀଙ୍କ ମୃତଦେହ, ଦୁଇ ମାସ ତଳେ କରିଥିଲେ ବିବାହ

by ସଞ୍ଜୟ ସ୍ୱାଇଁ
February 9, 2025
in Crime, State
ବିଲରୁ ମିଳିଲା ସ୍ୱାମୀ-ସ୍ତ୍ରୀଙ୍କ ମୃତଦେହ, ଦୁଇ ମାସ ତଳେ କରିଥିଲେ ବିବାହ
58
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): ସ୍ୱାମୀ-ସ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଠାବ । ବଲାଙ୍ଗୀର ଜିଲ୍ଲା ସଇଁତଲା ଥାନା ଅଞ୍ଚଳରୁ ଠାବ ହୋଇଛି ଦୁଇ ଜଣଙ୍କ ମୃତଦେହ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଛାନ୍‌ଭିନ୍‌ କରୁଥିବା ସୂଚନା ମିଳିଛି । ଖବର ଅନୁଯାୟୀ, ଦୁଇ ମାସ ତଳେ ଉଭୟ ବିବାହ କରିଥିଲେ । ହେଲେ ରବିବାର ଦିନ ଗାଁ ଚାଷ ଜମିରୁ ଉଭୟଙ୍କ ଝୁଲନ୍ତା ମୃତଦେହ ଦେଖିଥିଲେ ଗ୍ରାମାବାସୀ । ଏହାପରେ ସ୍ଥାନୀୟ ଲୋକ ତୁରନ୍ତ ସଇଁତଳା ପୋଲିସକୁ ଖବର ଦେଇଥିଲେ । ସଇଁତଳା ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏପିରିକି ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ନିମନ୍ତେ ନିକଟସ୍ଥ ମେଡିକାଲକୁ ପଠାଇଛି । ପୋଲିସର ତଦନ୍ତ ପରେ ହିଁ ମୃତ୍ୟୁର ସଠିକ କାରଣ ଜଣାପଡିବ ବୋଲି ଆଶା କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!