Thursday, September 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ରହ୍ମପୁର ନୂଆ ବସଷ୍ଟାଣ୍ଡ ଡ୍ରେନରୁ ଯୁବକଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
January 9, 2025
in Crime, State
ବ୍ରହ୍ମପୁର ନୂଆ ବସଷ୍ଟାଣ୍ଡ ଡ୍ରେନରୁ ଯୁବକଙ୍କ ମୃତଦେହ ଉଦ୍ଧାର
164
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ଡ୍ରେନରେ ଭାସୁଛି ଅଜଣା ଯୁବକଙ୍କ ମୃତଦେହ । ହତ୍ୟା ନା ଆତ୍ମହତ୍ୟା । ପୋଲିସର ଛାନ୍‌ଭିନ୍‌ । ବ୍ରହ୍ମପୁର ନୂଆ ବସଷ୍ଟାଣ୍ଡ ପେଟ୍ରୋଲ ପମ୍ପ ନିକଟରେ ଥିବା ଡ୍ରେନରୁ ଯୁବକଙ୍କ ମୃତଦେହ ଉଦ୍ଧାର । ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇଁ ଘଟଣାସ୍ଥଳରେ ପହଞ୍ଚିଥିଲା ବୈଦ୍ୟନାଥପୁର ଥାନା ପୋଲିସ । ମୃତଦେହ ଉଦ୍ଧାର କରି ପୋଷ୍ଟମର୍ଟମ ପାଇଁ ବଡମେଡିକାଲକୁ ପଠାଯାଇଛି । ମୃତ ଯୁବକଙ୍କ ପରିଚୟ ମିଳିପାରିନି । ସେ ଡ୍ରେନ ଭିତରକୁ କେମିତି ଆସିଲେ ? ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ମାରି ଏଠାରେ ଫିଙ୍ଗିଦେଇଛି ? ବିଭିନ୍ନ ଦିଗକୁ ନେଇ ଛାନ୍‌ଭିନ୍‌ କରୁଛି ପୋଲିସ । ଯୁବକଙ୍କ ପରିଚୟ ମିଳିଲେ ସବୁକିଛି ସ୍ପଷ୍ଟ ହେବ ବୋଲି ପୋଲିସ କହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!