Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାର୍ ଭିତରୁ ଅବସରପ୍ରାପ୍ତ ଏୟାରଫୋର୍ସ କର୍ମଚାରୀଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
August 17, 2024
in Crime, State
ଠେଲା ଗାଡ଼ିରୁ ମିଳିଲା ମୃତଦେହ
135
VIEWS
Share on FacebookShare on Twitter

ଜଟଣୀ, (ବାଘୁଆବାର୍ତ୍ତା): କାର ଭିତରୁ ଯୁବକଙ୍କ ମୃତ ଦେହ ଉଦ୍ଧାର । ଜଟଣୀ ଥାନା ଠାରୁ କିଛି ଦୂରରେ ଥିବା ଏକ ବନ୍ଦ କାର ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଉଛନ୍ତି ସତିଶ କୁମାର ମହାନ୍ତି(୪୭ବର୍ଷ)। ତାଙ୍କ ଘର ନିକଟ ବାଛରାପାଟଣାରେ ବୋଲି ଜଣାପଡ଼ିଛି। ଅବସରପ୍ରାପ୍ତ ଏୟାର ଫୋର୍ସର କର୍ମଚାରୀ ଥିଲେ ସତୀଶ। ତେବେ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ସୂଚନା ଅନୁସାରେ, ସ୍ଥାନୀୟ ଅଞ୍ଚଳରେ କାର୍‌ଟି ଦିନ ଦୁଇଟାରୁ ୪ଟା ପର୍ଯ୍ୟନ୍ତ ଥିବା ବେଳେ କାର୍ ଭିତରେ ଜଣେ ବ୍ୟକ୍ତି ଅଚେତ ଅବସ୍ଥାରେ ପଡ଼ିଥିବା ଦେଖି ଲୋକେ ପୋଲିସକୁ ଖବର ଦେଇଥିଲେ l ଘଟଣାସ୍ଥଳରେ ପୋଲିସ ପହଞ୍ଚି କାର୍ କାଚ ଭାଙ୍ଗି ଅଚେତ ଅବସ୍ଥାରେ ଯୁବକକୁ ଉଦ୍ଧାର କରି ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ l ଡାକ୍ତର ଚିକିତ୍ସା ପରେ ଯୁବକ ଜଣଙ୍କୁ ମୃତ ଘୋଷଣା କରିଥିଲେ l ପୋଲିସ ମୃତଦେହ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!