Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗାଁ ଜଙ୍ଗଲରୁ ମିଳିଲା ମୃତଦେହ

by ସଞ୍ଜୟ ସ୍ୱାଇଁ
April 23, 2025
in Crime, State
ଗାଁ ଜଙ୍ଗଲରୁ ମିଳିଲା ମୃତଦେହ
19
VIEWS
Share on FacebookShare on Twitter

ଦିଗପହଣ୍ଡି, (ବାଘୁଆବାର୍ତ୍ତା): ଜଙ୍ଗଲରୁ ଠାବ ହେଲା ବ୍ୟକ୍ତିଙ୍କ ମୃତଦେହ । ସ୍ତ୍ରୀ ଓ ତାଙ୍କ ପ୍ରେମିକ ମିଶି ହତ୍ୟା କରିଥିବା ଅଭିଯୋଗ । ଏଭଳି ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ଗ୍ରାମବାସୀ । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ବି.ତୁରୁବୁଡି ପଂଚାୟତ ବିରିବାଡିଆ ଗ୍ରାମରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା । ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ବି.ତୁରୁବୁଡି ପଂଚାୟତ ବିରିବାଡିଆ ଗାଁ ଜଙ୍ଗଲ ମଝିରୁ ଧୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ବିରିବାଡିଆ ଗ୍ରାମର ଚିତ୍ରସେନ ମଲ୍ଲିକ । ଝୁଲାନ୍ତ ଅବସ୍ଥାରେ ଚିତ୍ରସେନଙ୍କ ମୃତଦେହ ଦେଖି ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ଗ୍ରାମବାସୀ ହତ୍ୟା ଅଭିଯୋଗ ଆଣିଥିବା ବେଳେ ପୋଲିସ ଛାନଭିନ ଜାରି ରଖିଛି । ସ୍ତ୍ରୀ ଓ ପ୍ରେମିକଙ୍କୁ ପୋଲିସ ପଚରାଉଚରା କରୁଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!