Friday, May 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁଁ ପ୍ରସୂତୀ ଓ ନବଜାତକଙ୍କ ମୃତ୍ୟୁ, ସ୍ବାସ୍ଥ୍ୟକର୍ମୀ ଗିରଫ

by ସଞ୍ଜୟ ସ୍ୱାଇଁ
May 20, 2025
in State
ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁଁ ପ୍ରସୂତୀ ଓ ନବଜାତକଙ୍କ ମୃତ୍ୟୁ,  ସ୍ବାସ୍ଥ୍ୟକର୍ମୀ ଗିରଫ
26
VIEWS
Share on FacebookShare on Twitter

ଦିଗପହଣ୍ଡି, (ବାଘୁଆବାର୍ତ୍ତା): ନର୍ସିଂହୋମରେ ପ୍ରସୂତୀ ଓ ନବଜାତକଙ୍କ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ । ମହିଳା ସ୍ବାସ୍ଥ୍ୟକର୍ମୀ ଗିରଫ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ୍ ଅଞ୍ଚଳରେ ଥିବା ଏକ ନର୍ସିଂହୋମ୍ରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁଁ ଉଭୟଙ୍କର ମୃତ୍ୟୁ ହୋଇଥିଲା । ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ୍ ଡ଼େଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ଏକ ନର୍ସିଂହୋମରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଅଭିଯୋଗ ଆସିଥିଲା । ମେ’ ୧୨ ତାରିଖ ଦିନ କରାଖଣ୍ଡି ଗ୍ରାମର ବାବୁ ନାୟକଙ୍କ ସ୍ତ୍ରୀ ରୋଜି ନାୟକଙ୍କ ମୃତ୍ୟୁ ହୋଇଥିଲା । ତ୍ରୁଟିପୂର୍ଣ୍ଣ ପ୍ରସବ ହୋଇଥିବା ନେଇ ରୋଜିଙ୍କ ସ୍ୱାମୀ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ । ଏତଲାକୁ ଭିତ୍ତିକରି ପୋଲିସ ତଦନ୍ତ ଆରମ୍ଭ କରିଥିଲା । ଏହି ମାମଲାରେ ସମ୍ପୃକ୍ତ ଥିବା ଜଣେ ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ଗିରଫ କରିଛି ଦିଗପହଣ୍ଡି ପୋଲିସ । ଗିରଫ ସ୍ବାସ୍ଥ୍ୟାକର୍ମୀ ଜଣକ ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗାଁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର କାର୍ଯ୍ୟରତ ଅଛନ୍ତି ।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!